ଜୁଲାଇରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ

ଝାରସୁଗୁଡ଼ା ଅଫିସ,୧ା୮: ଝାରସୁଗୁଡ଼ା ଜିଲା ପୋଲିସ ପକ୍ଷରୁ ଜୁଲାଇ ମାସରେ ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଅବଲମ୍ବନ ନ କରିବା ଓ ମୋଟର ଯାନ ଉଲ୍ଲଂଘନ ମାମଲାରେ ୨୧ ଲକ୍ଷ ୭୬ ହଜାର ୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଏହା ସହିତ ୧୮୪୭.୬ ଲିଟର ଦେଶୀ ମଦ ଓ ୧୧୮.୯ ଲିଟର ବିଦେଶୀ ମଦ ଜବତ କରାଯାଇଛି।
ସୂଚନା ମୁତାବକ ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କଠାରୁ ୧୯ ଲକ୍ଷ ୭୫୦ ଟଙ୍କା, ସାମାଜିକ ଦୂରତା ଅବଲମ୍ବନ କରି ନ ଥିବା ବ୍ୟକ୍ତିଙ୍କ ଠାରୁ ୩୨ ହଜାର ୨୦୦ ଟଙ୍କା ଓ ଯାନବାହନ ଆଇନ ଉଲ୍ଲଂଘନ କରିଥିବା ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ୪୩ ହଜାର ଶହେ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଜୁଲାଇ ମାସ ସାରା ଜବତ ହୋଇଥିବା ଦେଶୀ ଓ ବିଦେଶୀ ମଦ ଘଟଣାରେ ୧୫୪ ଟି ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri