ଜୁନାଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି: ୨ ଦିନ ଘରକୁ ଘର ବୁଲି କୋଭିଡ ପରୀକ୍ଷା

ଜୁନାଗଡ଼,୧୦।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଓ ଏନ୍‌ଏସିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଯାହାକୁ ନେଇ ଏବେ ଚିନ୍ତା ବଢ଼ିଛି। ଏହି ପରିପ୍ରେକ୍ଷୀରେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶନିବାର ଓ ରବିବାର ୨ ଦିନ ଧରି ଜୁନାଗଡ଼ ଏନ୍‌ଏସି‌ ଅଞ୍ଚଳର ଘର ଘରକୁ ବୁଲି କୋଭିଡ ପରୀକ୍ଷା କରାଯିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ପରେ ସହାୟତା ପାଇଁ ପ୍ରୟାସ

ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ...

ଧାର ଟଙ୍କାକୁ କେନ୍ଦ୍ରକରି ମହିଳାଙ୍କୁ ମାଡ, ଅଭିଯୁକ୍ତ ଗିରଫ

ଆସିକା,୧୭ା୭(ଡି.ଏନ୍‌.ଏ.)- ଆସିକାଥାନାର କୋଟିନଡା ଫାଣ୍ଡି ଅନ୍ତର୍ଗତ ତରାସିଙ୍ଗ ଗ୍ରାମରେ ଗତ ରବିବାର ବାକିଆ ଟଙ୍କାକୁ କେନ୍ଦ୍ରକରି ଜଣେ ମହିଳାଙ୍କୁ ଗଁା ଦାଣ୍ଡରେ ଟଣାଓଟରା କରିବା ସହ...

ମା’ଙ୍କ ଶବଦାହ ପାଇଁ ମନା କରିଦେଲା ପୁଅ

ବରଗଡ଼ ଅଫିସ୍‌,୧୧।୯: ନୂଆଁଖାଇରେ ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ି ଥିବାବେଳେ ବରଗଡ଼ ସହର ପୁରୁଣା ବସ୍‌ଷ୍ଟାଣ୍ଡ ପଛପଟେ ଥିବା ଝୁମ୍ପୁଡ଼ିପଡ଼ାରେ ଏକ ଅଭାବନୀୟ ଘଟଣା...

ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮ ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି...

ଭୋଗରାଇ ଥାନା ଆଗରେ ଡିଏସ୍‌ଓର ବିକ୍ଷୋଭ

ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍‌ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ...

ଆଜି ମଧ୍ୟରାତ୍ରରେ ଧରାବତରଣ

ଭୁବନ, ୪।୧୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଏବଂ ବ୍ଲକର ପ୍ରସିଦ୍ଧ କାଳୀପୂଜା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ୪ ସ୍ଥାନରେ ପୂଜା...

ନିଆରା ଢଙ୍ଗରେ ପାଳିତ ହେଲା ଦୁର୍ଗାଷ୍ଟମୀ

ବରୀ,୩ା୧୦(ଡି.ଏନ.ଏ.)-ସୋମବାର ମା’ଦୁର୍ଗାଙ୍କ ଅଷ୍ଟମୀ ପୂଜା ବରୀର ବିଭିନ୍ନ ପୂଜାମଣ୍ଡପରେ ଶେଷ ହୋଇଛି। ଏହି ଅବସରରେ ଦେବୀଙ୍କ ମୁଣ୍ମୟୀ ପ୍ରତିମା ପୂଜା, କଳସ ପୂଜା କରାଯାଉଥିବା ବେଳେ...

ଗର୍ଭବତୀଙ୍କୁ ଗାଡ଼ିଭଡ଼ା କରି ଘରକୁ ପଠାଇଲା ପୋଲିସ  

ଝାରସୁଗୁଡ଼ା ଅଫିସ,୨୨ା୫-କରୋନା ଭୂତାଣୁ ସହ ଲଢ଼େଇ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏପରିସ୍ଥିତିରେ ବାହାରେ କାର୍ଯ୍ୟ କରୁଥିବା ଲୋକେ ନିଜ ନିଜ ଘରକୁ ଫେରୁଛନ୍ତି।...

Advertisement
Archives

Model This Week