ମାତ୍ର ପାଞ୍ଚ ମାସରେ…

ଥରେ ମନେ ପକାନ୍ତୁ ନା ମହାବୀର ସିଂ ଫୋଗଟ ଚରିତ୍ରକୁ। ଅନେକ ଜାଣିସାରିବେଣି ଯେ, ଏଠାରେ ଆମୀର ଖଁାଙ୍କ ସୁପରହିଟ୍‌ ଫିଲ୍ମ ‘ଦଙ୍ଗଲ’ ବିଷୟରେ କୁହାଯାଉଛି। ଯେଉଁଥିରେ ଆମୀରଙ୍କୁ ଜଣେ ପୂର୍ବତନ ଆମାଚିଓର ରେସଲର୍‌ ଭୂମିକାରେ ଦେଖିବାକୁ ମିଳିଥିଲା। ଉକ୍ତ ଭୂମିକା ପାଇଁ ଆମୀରଙ୍କୁ କମ୍‌ ପରିଶ୍ରମ କରିବାକୁ ପଡି ନ ଥିଲା। ଫିଲ୍ମଟି କୁସ୍ତି ଉପରେ ଆଧାରିତ ଥିବାରୁ ନିଜକୁ ଫିଟ୍‌ ଆଣ୍ଡ ଫାଇନ୍‌ କରିବା ଲାଗି ତାଙ୍କୁ ପାଞ୍ଚ ମାସ ସମୟ ଲାଗିଥିଲା। ଆଉ ଏହି ୧୫୦ଦିନ ଭିତରେ ସେ ନିଜ ଓଜନକୁ ୯୫ କି.ଗ୍ରା.ରୁ ୬୮ କି.ଗ୍ରା.କୁ କମାଇବାରେ ସକ୍ଷମ ହୋଇଥିଲେ। ତା’ସହ ସିକ୍ସ ପ୍ୟାକ୍‌ ମଧ୍ୟ କରିଥିଲେ। ଆମୀର କୁହନ୍ତି,‘ଦଙ୍ଗଲର ଏହି ଭୂମିକା ଲାଗି ମୋତେ ଏକ ସୀମିତ ସମୟ ଭିତରେ ନିଜକୁ ଫିଟ୍‌ କରିବାକୁ ପଡିଥିଲା। ତେଣୁ ସେତେବେଳେ ମୁଁ ଦିନରାତି ଏକାଠି କରିଦେଇଥିଲି, ଯାହାଦ୍ୱାରା ନିର୍ଦ୍ଦିଷ୍ଟ ସମୟ ଭିତରେ ନିଜ ଓଜନ ୨୭ କି.ଗ୍ରା. କମାଇ ପାରିଥିଲି। ଫିଲ୍ମଟିର ଶୁଟିଂ ପରେ ଯେତେବେଳେ ମୁଁ ତାହାର ସ୍ପେଶାଲ ଶୋ’ ଦେଖିଲି ସେତେବେଳେ ନିଜ ଫିଟ୍‌ନେସକୁ ନେଇ ବିଶ୍ୱାସ କରିପାରି ନ ଥିଲି।’


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri