Posted inଜାତୀୟ

ସଭାରେ ପୁଅଙ୍କ ନାଁ ଭୁଲିଗଲେ

କରହଲ,୧୮।୨: ଏବେ ସମସ୍ତ ନଜର ଉତ୍ତରପ୍ରଦେଶର କରହଲ ବିଧାନସଭା ଆସନ ଉପରେ। ଏହି ଆସନରୁ ସମାଜବାଦୀ ପାର୍ଟି (ସପା) ନେତା ଅଖିଳେଶ ଯାଦବ ନିର୍ବାଚନ ଲଢୁଛନ୍ତି। ଏନେଇ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ଗୁରୁବାର କରହଲରେ ନିର୍ବାଚନ ପ୍ରଚାର କରିଥିଲେ। ମୁଲାୟମ ଉଦ୍‌ବୋଧନ ଦେଇ ଜନସାଧାରଣଙ୍କୁ ଦାରିଦ୍ର୍ୟ ଦୂରୀକରଣ ପାଇଁ ସମାଜବାଦୀ ପାର୍ଟିକୁ ଭୋଟ ଦେବାକୁ ନିବେଦନ କରିଥିଲେ।

ହେଲେ ସେ ଏହି ଆସନରୁ ଅଖିଳେଶ ଛିଡ଼ା ହୋଇଥିବା ଭୁଲିଯାଇଥିଲେ। ଏନେଇ ପାଖରେ ଥିବା ଏମ୍‌ପି ଧର୍ମେନ୍ଦ୍ର ଯାଦବ ଅଖିଳେଶ କରହଲ ଆସନରୁ ନିର୍ବାଚନ ଲଢୁଥିବା ମୁଲାୟମଙ୍କୁ ମନେପକାଇ ଥିଲେ। ଏହା ସତ୍ତ୍ବେ ମୁଲାୟମ ଏହି ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ କିଏ ଛିଡ଼ା ହୋଇଛନ୍ତି ସେ ଜାଣିନାହାନ୍ତି । ତେବେ ଯିଏ ବି ଛିଡ଼ା ହୋଇଛନ୍ତି, ତାଙ୍କୁ ଭୋଟ ଦେବାକୁ ଅନୁରୋଧ କରିଥିଲେ।

ମୁଲାୟମ ପୁଅଙ୍କ ନାଁ ଭୁଲିଯିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଖିଳେଶଙ୍କୁ କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ସମାଜବାଦୀ ପାର୍ଟିର ପରିସ୍ଥିତି ଖରାପ ହୋଇଯାଇଛି। ମୁଲାୟମ ଏହା ଠିକ୍‌ ଭାବେ ଜାଣିଛନ୍ତି, ଏହି ଆସନରୁ କିଏ ଜିତିବ, ଏନେଇ ସେ ଏଭଳି ମନ୍ତବ୍ୟ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ସୀମାରୁ ମିଳିଲା ୨୦ ବର୍ଷ ତଳର ଲ୍ୟାଣ୍ଡମାଇନ୍‌

ଜୟପୁର : ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲାସ୍ଥିତ ଭାରତ-ପାକ୍‌ ସୀମାରେ ୨୦ ବର୍ଷ ତଳର ପୁରୁଣା ଲ୍ୟାଣ୍ଡମାଇନ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଖବର ମିଳିବା ପରେ...

ସ୍ବାଧିନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଦେଶରେ ସୃଷ୍ଟି କରୁଛନ୍ତି ଘୃଣାର ବାତାବରଣ…

ନୂଆଦିଲ୍ଲୀ, ୨୮।୧୨: ଦେଶର ସ୍ବାଧୀନତା ସଂଗ୍ରାମରେ କୌଣସି ଭୂମିକା ନଥିବା ଲୋକେ ଘୃଣାର ବାତାବରଣ ସୃଷ୍ଟି କରୁଛନ୍ତି। ସମାଜରେ ଉତ୍ତେଜନା ସୃଷ୍ଟି କରିବା ଏଭଳି ଲୋକଙ୍କ...

ଟିଆରପି ଠକେଇ ମାମଲା: ଅର୍ଣ୍ଣବଙ୍କ ବିରୋଧରେ ପୋଲିସ ନିକଟରେ ରହିଛି ପ୍ରମାଣ

ମୁମ୍ବାଇ,୬।୧- ଟେଲିଭିଜନ ରେଟିଂ ପଏଣ୍ଟସ (ଟିଆରପି) ଠକେଇ ମାମଲା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ ଆସିଛି। ରିପବ୍ଲିକ ଟିଭି ଓ ଏହାର ଏଡିଟର ଇନ୍‌...

ଭାରତରେ ଦଙ୍ଗା କରାଇବା ଷଡ଼ଯନ୍ତ୍ର ରଚିଥିଲା ଜୈଶ୍‌ ଆତଙ୍କବାଦୀ ସଂଗଠନ…

ନୂଆଦିଲ୍ଲୀ,୧୭।୫: ଭାରତରେ ଦଙ୍ଗା କରାଇବା ଲାଗି ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ଷଡ଼ଯନ୍ତ୍ର ରଚିଥିଲା। ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଥିବାବେଳେ ପାକିସ୍ତାନରେ ଶିବିର...

୫ ରାଜ୍ୟକୁ ୩,୧୧୩ କୋଟିର ବିପର୍ଯ୍ୟୟ ସହାୟତା

ନୂଆଦିଲ୍ଲୀ,୧୩।୨: ଗତବର୍ଷ ଘଟିଥିବା ପ୍ରାକୃତିକ ବିପର୍ଯ୍ୟୟ ଏବଂ ଚାଷ ଜମିରେ ହୋଇଥିବା କୀଟ ଆକ୍ରମଣ ନେଇ ୫ଟି ରାଜ୍ୟକୁ ୩,୧୧୩ କୋଟି ଟଙ୍କାର ସହାୟତା ପ୍ରସ୍ତାବକୁ...

ପୁଲଓ୍ବାମା ଆକ୍ରମଣ ମାମଲା: ଦାଖଲ ହେବ ୫ହଜାରରୁ ଅଧିକ ପୃଷ୍ଠାର ଚାର୍ଜସିଟ

ଜମ୍ମୁ,୨୫।୮: ପୁଲଓ୍ବାମା ଆକ୍ରମଣ ଏବେବି ଜୀବନ୍ତ ହୋଇ ରହିଛି ପ୍ରତିଟି ଭାରତୀୟଙ୍କ ହୃଦୟରେ। ୧୪ ଫେବୃୟାରୀ, ୨୦୧୯ରେ ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାକୁ ରାଷ୍ଟ୍ରୀୟ...

ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ୍‌ ଗୌରଙ୍କ ପରଲୋକ

ଭୋପାଳ,୨୧।୮: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବାବୁଲାଲ୍‌ ଗୌରଙ୍କର ବୁଧବାର ପରଲୋକ ହୋଇଛି। ଭୋପାଳସ୍ଥିତ ନର୍ମଦା ହସ୍ପିଟାଲରେ ସେ ୮୯ ବର୍ଷ...

ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ

ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା...

Advertisement
Archives

Model This Week