Posted inଜାତୀୟ

କର୍ନାଟକରେ ଭାଜପା ୧୭ ସିଟରେ ଆଗୁଆ, ଚମକାଇ ପାରନ୍ତି ତେଜସ୍ବୀ ସୂର୍ଯ୍ୟା, ପ୍ରଜ୍ୱଳ ରେଭାନ୍ନା

ବେଙ୍ଗାଲୁରୁ,୪।୬: କର୍ନାଟକର ପ୍ରାରମ୍ଭିକ ଟ୍ରେଣ୍ଡରେ ପଦ୍ମ ଫୁଲିବାରେ ଲାଗିଛି ଯେଉଁଠାରେ ପୋଷ୍ଟାଲ ବାଲାଟ ଗଣନା ଚାଲିଛି । ତେବେ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ଅନୁଯାୟୀ କଂଗ୍ରେସ ପଛରେ ରହିଛି। କର୍ନାଟକର ୨୮ଟି ଲୋକସଭା ଆସନରେ ଭୋଟ ଗଣତି ସକାଳ୮ଟାରୁ ଆରମ୍ଭ ହୋଇଛି।
କର୍ନାଟକ ଏକ କଂଗ୍ରେସ ଶାସିତ ରାଜ୍ୟ ହୋଇଥିବାବେଳେ ଲୋକ ସଭା ନିର୍ବାଚନ ୨୦୨୪ପାଇଁ ଅଧିକାଂଶ ଏକଜିଟ ପୋଲ ପୂର୍ବାନୁମାନ କରିଛି ଯେ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ଅଧିକାଂଶ ଆସନ ଜିତିବ ଏବଂ ପୁରାତନ ଦଳକୁ ପୁଣି ଏକ ଅଙ୍କ ବିଶିଷ୍ଟ ଆସନରେ ପରିଣତ କରିବ।
କର୍ନାଟକ ନିର୍ବାଚନ ଫଳାଫଳ ୨୦୨୪ରେ ଶୀର୍ଷ ପ୍ରତିଯୋଗୀମାନେ ବାଙ୍ଗାଲୋର ଦକ୍ଷିଣ ଆସନରୁ ତେଜସ୍ବୀ ସୂର୍ଯ୍ୟ, ହାଭେରୀରୁ ବାସବରାଜ ବୋମ୍ମାଇ, ହାସନରୁ ପ୍ରଜ୍ୱଳ ରେଭାନ୍ନା, ମାଣ୍ଡିଆରୁ ଏଚ.ଡି କୁମାରସ୍ବାମୀ ଏବଂ ଶିବାମୋଗାରୁ କେ.ଏସ ଈଶ୍ୱରପ୍ପା ଅଛନ୍ତି।
ସୂଚନାଯୋଗ୍ୟ,ପ୍ରଜ୍ୱଳ ରେଭାନ୍ନାଙ୍କର ଏକ ମାମଲା ଚାଲିଛି। ସେ ଅନେକ ମହିଳାଙ୍କୁ ଯୌନ ନିର୍ଯ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ଜେଡି (ଏସ) ରୁ ନିଲମ୍ବିତ କରାଯାଇଛି। ଏସବୁ ସତ୍ତ୍ୱେ ହାସନ ନିର୍ବାଚନମଣ୍ଡଳୀରେ ପ୍ରଜ୍ୱଳ ରେଭାନା ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri