କେନ୍ଦୁଝରରେ ଆକ୍ରାନ୍ତ ହେଲେ ୩ କରୋନା ଯୋଦ୍ଧା

କେନ୍ଦୁଝର,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ କରୋନା ଯୋଦ୍ଧା ଅଛନ୍ତି। ଅବଶିଷ୍ଟ ୧୪ ଜଣ ପୂର୍ବରୁ କରନା ସଂକ୍ରମିତଙ୍କ ସଂସ୍ପର୍ଶରେରେ ଆସିଥିବା ସ୍ଥାନୀୟ ଅଞ୍ଚଳର। ସେଥିରୁ ୧୩ ଜଣ ବଡ଼ବିଲରେ ପୂର୍ବରୁ ସଂକ୍ରମିତ ଲୋକାଲ କଣ୍ଟାକ୍ଟ ଥିବା ବେଳେ ଜଣେ କେନ୍ଦୁଝର ସହରର ଲୋକାଲ କଣ୍ଟାକ୍ଟ ଅଛନ୍ତି। ତେଲକୋଇ, ବଂଶପାଳ, ସହରପଡ଼ା, ହାଟଡ଼ିହୀ ବ୍ଲକ ଅଞ୍ଚଳର ବିଭିନ୍ନ କ୍ୱାରାଣ୍ଟାଇନ୍‌ର ୧୧ ଜଣ ପ୍ରବାସୀ।
ଏହାକୁ ମିଶାଇ ଜିଲାରେ କରୋନା ଆକ୍ରନ୍ତଙ୍କ ସଂଖ୍ୟା ୩୮୩ରେ ପହଞ୍ଚି ଥିବା ବେଳେ ୨୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୨ ଜଣ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା...

ଅଦରକାରୀ ହୋଇଛି ଜାଗା ମିଶନ ଯୋଜନା

ବ୍ରହ୍ମପୁର ଅଫିସ୍‌, ୭ା୧୧: ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୨ ନଂ. ୱାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ବଚ୍ଛ...

ଗାଁକୁ ଡାକି ପ୍ରେମିକାଙ୍କୁ ଜାଳିଦେଲେ ଯୁବକ

ପୁରୁଷୋତ୍ତମପୁର,୨୮ା୭(ଡି.ଏନ.ଏ.):ପ୍ରେମିକାଙ୍କୁ ନିଜ ଗଁାକୁ ଡାକି ତାଙ୍କ ଉପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ଜଣେ ଯୁବକ। ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମରେ...

ମଦ କାରବାର: ଢାବା ମାଲିକଙ୍କ ସମେତ ୨ ଗିରଫ

ନୂଆଗାଁ,୨୩।୮(ଡି.ଏନ.ଏ.)-ନୟାଗଡ ଜିଲା ନୂଆଗାଁ ଥାନା ଅଞ୍ଚଳରେ ଅବାଧରେ ନିଶା କାରବାର ବଢିଚାଲିଥିବା ବେଳେ ତାହାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ତରଫରୁ ବୁଧବାର ରାତି ଅଧିଆ...

ଭଲ ଚାଲିଛି ଗୁପ୍‌ଚୁପ୍‌ ବ୍ୟବସାୟ

ବଅଁରପାଳ, ୧୩ା୫(ଉପେନ୍ଦ୍ର ରାଉତ) : ବେଶୀ ପାଠ ପଢ଼ି ନ ଥିବାରୁ ଚାକିରି ପାଇଁ ଚେଷ୍ଟା କରି ନ ଥିଲେ। ତଥାପି ପରିବାର ପ୍ରତିପୋଷଣ ପାଇଁ...

ଆକାଶଙ୍କୁ କ୍ରାଇମ୍‌ବ୍ରାଞ୍ଚର ମାରାଥନ ଜେରା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ତାଙ୍କ...

ବଜ୍ରପାତରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଉଦଳା,୨୩ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ସୋନନଦୀର ଜିରିଡାଘାଟ ନିକଟରେ ମଙ୍ଗଳବାର ରାତିରେ ବଜ୍ରପାତରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ...

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ...

Advertisement


Archives

Model This Week