Posted inରାଜ୍ୟ

୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓଧାନ ୨ଟି ଜେନେରାଲ ବଗିକୁ ମିଶାଇ ମୋଟ ୧୩ ବଗି ଲାଇନଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ୧୬ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬୧ ଜଣ ଆହତ ହୋଇଥିଲେ। ଘଟଣାକ୍ରମରେ ସେଦିନ ଥିଲା ଶୁକ୍ରବାର। ବାଲେଶ୍ୱର ଜିଲା ବାହାନଗାଠାରେ ମଧ୍ୟ ଠିକ୍‌ ସେହି ବାର ଓ ସେହି ସମୟରେ ଦୁର୍ଘଟଣା ଘଟିଛି। ତତ୍‌କାଳୀନ ରେଳମନ୍ତ୍ରୀ ଲାଲୁ ଯାଦବ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଟ୍ରେନଟି ଟ୍ରାକ୍‌ ବଦଳାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ବୋଲି ତଦନ୍ତରୁ ଜଣାପଡ଼ିଥିଲା। ସେତେବେଳେ ଟ୍ରେନର ବେଗ ଘଣ୍ଟାପ୍ରତି ୧୧୫ କି.ମି. ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri