ଲକ୍‌ଡାଉନ୍‌: ୧୪ ଦିନରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବା ଗତ ୫ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ୧୪ ଦିନିଆ ଲକ୍‌ଡାନ୍‌କୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ବା ଲକ୍‌ଡାଉନ୍‌ ୨.୦ ଆରମ୍ଭ ହୋଇଥିବାବେଳେ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ତେବେ ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ଯାଞ୍ଚ ସମୟରେ ବହୁ ଅମାନିଆ ଧରାପଡ଼ି ଜରିମାନା ଗଣିଛନ୍ତି। ମୋଟ ୨୨ ହଜାର ୩୬୦ଜଣ ଉଲ୍ଲଂଘନକାରୀଙ୍କଠାରୁ ୨୦ ଲକ୍ଷ ୫୬ ହଜାର ୧୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ରିପୋର୍ଟ ଜାରି କରାଯାଇଛି। ରିପୋର୍ଟ ଅନୁଯାୟୀ, ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନିୟମ ଉଲ୍ଲଂଘନ ନେଇ ୧୧ହଜାର ୩୧୮ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସେହିପରି ପୋଲିସ ନାକାବନ୍ଦୀ କରି ଯାଞ୍ଚ ସମୟରେ ୭୪୧୩ ଜଣଙ୍କଠାରୁ ଜରିମାନା ଆଦାୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶକୁ ନେଇ ପ୍ରତିଷେଧ ମୂଳକ ପଦକ୍ଷେପ: କୋଷ୍ଟଗାର୍ଡ, ମେରାଇନ ପୋଲିସକୁ ଚିଠି ଲେଖିଲେ ଜିଲାପାଳ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): ବାହାର ରାଜ୍ୟରୁ କେହି ଲୋକ ଜଳପଥ ଦେଇ ଗଞ୍ଜାମ ଜିଲାରେ ପ୍ରବେଶ କରିବାକୁ ନେଇ ପ୍ରଶାସନ ପକ୍ଷରୁ ସବୁପ୍ରକାର ପ୍ରତିଷେଧକ ମୂଳକ ପଦକ୍ଷେପ...

ମନରେ ସେବା ଭରିଦେଲା ପ୍ରେମ

ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍‌ ଭିନ୍ନ।...

ଉପବାସରେ କୁଟୀରଶିଳ୍ପ କାରିଗର

କୃଷ୍ଣପ୍ରସାଦ,୧୮ା୪(ଡି.ଏନ.ଏ.): କୁଟୀରଶିଳ୍ପ ପାଇଁ ଓଡ଼ିଶା ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି। ଲକ୍‌ଡାଉନ ଯୋଗୁ ଶିଳ୍ପୀ ପରିବାର ଆଜି ଭୋକ ଉପବାସରେ ଦିନ...

ଫସଲ କ୍ଷୟକ୍ଷତି ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ଧାନ ସହିତ ପନିପରିବା ଫସଲ ମଧ୍ୟ ନଷ୍ଟ ହୋଇଛି।...

୨୦୦୭ ପୂର୍ବରୁ ଜନ୍ମିତ ପିଲାଙ୍କୁ ମିଳିବ ଟିକା

ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ରାଜ୍ୟରେ ଏବେ କିଶୋରଙ୍କ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି। କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି କେନ୍ଦ୍ର ସରକାର ସ୍ପଷ୍ଟ କରିବା...

ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଦୋକାନ

ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ।...

ଡାକ୍ତର ହେବ ତ ଏମିତି: ରାସ୍ତାରେ ଛଟପଟ ହେଉଥିବା ରୋଗୀଙ୍କୁ ନେଲେ ଡାକ୍ତରଖାନା, ଛୁଟୁଛି ପ୍ରଶଂସାର ସୁଅ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଡାକ୍ତର ଭଗବାନଙ୍କ ସମତୂଲ୍ୟ ବୋଲି କୁହାଯାଏ। ତେବେ ଅନେକ ସମୟରେ ଡାକ୍ତରଙ୍କ ଅବହେଳା କାରଣରୁ ରୋଗୀର ଜୀବନ ମଧ୍ୟ ଚାଲିଯାଏ। ହେଲେ ଏହାର ଏକ...

ଭିଜିଲାନ୍ସ ଜାଲରେ ସୁପରଭାଇଜର

ସମ୍ବଲପୁର,୨୭ା୧୧(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଆଇସିଡିଏସ୍‌ ସୁପରଭାଇଜର ସୁଲଚନା ଅର୍କ ଶନିବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ତାଙ୍କଠାରୁ ରାସାୟନିକ ପ୍ରଲେପ...

Advertisement
Archives

Model This Week