ଲକ୍‌ଡାଉନ୍‌: ୧୪ ଦିନରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ସଂକ୍ରମଣ ଶୃଙ୍ଖଳ ଭାଙ୍ଗିବା ଗତ ୫ ତାରିଖରୁ ରାଜ୍ୟରେ ଲାଗୁ ହୋଇଥିବା ୧୪ ଦିନିଆ ଲକ୍‌ଡାନ୍‌କୁ ଜୁନ୍‌ ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ବା ଲକ୍‌ଡାଉନ୍‌ ୨.୦ ଆରମ୍ଭ ହୋଇଥିବାବେଳେ ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ତେବେ ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ଯାଞ୍ଚ ସମୟରେ ବହୁ ଅମାନିଆ ଧରାପଡ଼ି ଜରିମାନା ଗଣିଛନ୍ତି। ମୋଟ ୨୨ ହଜାର ୩୬୦ଜଣ ଉଲ୍ଲଂଘନକାରୀଙ୍କଠାରୁ ୨୦ ଲକ୍ଷ ୫୬ ହଜାର ୧୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ରିପୋର୍ଟ ଜାରି କରାଯାଇଛି। ରିପୋର୍ଟ ଅନୁଯାୟୀ, ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନିୟମ ଉଲ୍ଲଂଘନ ନେଇ ୧୧ହଜାର ୩୧୮ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସେହିପରି ପୋଲିସ ନାକାବନ୍ଦୀ କରି ଯାଞ୍ଚ ସମୟରେ ୭୪୧୩ ଜଣଙ୍କଠାରୁ ଜରିମାନା ଆଦାୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିୟୁରେ ଥାଇ ଅରିନ୍ଦମଙ୍କୁ ଖୋଜୁଛନ୍ତି ପ୍ରଭାତ : ଭାଇ କେମିତି ଅଛି…

କଟକ ଅଫିସ,୨୫।୯: କଟକ ମୁଣ୍ଡଳି ଜଳ ସ୍ରୋତରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମ୍‌ଙ୍କ ସହିତ ଖବର ସଂଗ୍ରହ ପାଇଁ ଓଟିଭି...

୨ ଆଦିବାସୀ ପରିବାର ଗାଁରୁ ବାସନ୍ଦ

ଯୋଡ଼ା,୪ ।୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ଧର୍ମାନ୍ତରୀକରଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଗ୍ରାମର ୨ଟି ପରିବାରର ୧୬ଜଣ...

ଏନ୍‌ଏଚ୍‌ଏମ୍‌ ପୋର୍ଟାଲ ହ୍ୟାକ୍‌ କରି ୫.୧ କୋଟି ଠକେଇ ମାମଲା: ରାଉରକେଲାରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୭।୧(ବ୍ୟୁରୋ): ସୋନପୁର ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍‌ଏଚ୍‌ଏମ୍‌) ପୋର୍ଟାଲ ହ୍ୟାକ୍‌ କରି ଇ-ଚେକ୍‌ ଜରିଆରେ ୫.୧ କୋଟି ଠକେଇ ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର...

ଲଡ଼ୁବାବାଙ୍କ ଚାପ ଡଙ୍ଗା ଓଲଟିଲା

ନୟାଗଡ଼ ଅଫିସ,୨୪ା୫”ନୟାଗଡ଼ ଜିଲା ଶରଣକୂଳର ଆରାଧ୍ୟ ଦେବ ଲଡୁବାବାଙ୍କ ଚାପ ଡଙ୍ଗା ସୋମବାର ରାତି ପ୍ରାୟ ସାଢ଼େ ୧୧ଟା ବେଳେ ଚନ୍ଦନ ପୁଷ୍କରିଣୀରେ ଓଲଟି ପଡିବାରୁ...

ବାଲିଯୋଡ଼ା ସ୍ବାସ୍ଥ୍ୟ ଉପକେନ୍ଦ୍ର ପାଲଟିଛି ଭୂତକୋଠି

କୁଆମରା,୧୨।୭(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ଶିଳଘାଟୀ ପଞ୍ଚାୟତରେ ସ୍ଥାପିତ ବାଲିଯୋଡ଼ା ସ୍ବାସ୍ଥ୍ୟଉପକେନ୍ଦ୍ର ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଛି। ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...

ମଉଳୁଛି କୁମ୍ଭକାରଙ୍କ ଆଶା

ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି...

ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର...

କମଲ ଓ୍ବାଚ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୮।୫: ଦେଶର ପ୍ରମୁଖ ତଥା ବିଳାସପୂର୍ଣ୍ଣ ଘଣ୍ଟା ପ୍ରତିଷ୍ଠାନ କମଲ ୱାଚ୍‌ କୋ.ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର ଭୁବନେଶ୍ୱରର ଜାଭିୟର ସ୍କୋୟାରସ୍ଥିତ ସାଣ୍ଡି ଟାଓ୍ବାର ହୋଟେଲ...

Advertisement
Archives

Model This Week