Posted inଫୁରସତ

ଲକ୍‌ଡାଉନ୍‌ରେ ଏମିତି ସମୟ ବିତାଉଛନ୍ତି କୋଟିପତି

କରୋନା ଭାଇରସ ସହ ସମଗ୍ର ବିଶ୍ୱ ଏବେ ଲଢ଼େଇ କରୁଛି। ଏଥିରୁ ରକ୍ଷା ପାଇବା ପାଇଁ ଲକ୍‌ଡାଉନ୍‌ ଏବଂ ଶଟ୍‌ଡାଉନ୍‌ ପରି ପଦକ୍ଷେପ ନିଆଯାଉଛି। ଏଥିସହ ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର କରିବା ଆଦି ଉପରେ ଲୋକଙ୍କୁ ସଚେତନ କରାଯାଉଛି। ତେବେ ଏବେ ଲକ୍‌ଡାଉନ୍‌ରେ କିଛିଟା କୋହଳ କରାଯାଇଛି। ଜାଣିବା ଏମିତି କେତେକ କୋଟିପତିଙ୍କ ବିଷୟରେ ଯେଉଁମାନଙ୍କ ପାଇଁ ଲକ୍‌ଡାଉନ୍‌ ପିକ୍‌ନିକ୍‌ ଠାରୁ କିଛି କମ୍‌ ନୁହେଁ। କିଏ ହିରାର ମାସ୍କ ପିନ୍ଧୁଛନ୍ତି ତ ଆଉ କିଏ ପ୍ରାଇଭେଟ୍‌ ଜେଟ୍‌ରେ ବୁଲୁଛନ୍ତି।

ରୁଷିଆର ମହିଳା ଡିମାଭିକା। ସାଧାରଣ ଲୋକ ଘରୁ ବାହାରିଲେ କପଡ଼ାର ମାସ୍କ ବ୍ୟବହାର କରୁଥିବା ବେଳେ ଡିମାଭିକା ହିରାର ମାସ୍କ ବ୍ୟବହାର କରୁଛନ୍ତି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋବରେ ଲାଗିଛି।

ରୁଷିଆର ପ୍ରଭାବଶାଳୀ ମହିଳା କାତ୍ୟା ଜୁବ୍ରିଟସ୍କାୟା। କାତ୍ୟା ମସ୍କୋ ଷ୍ଟେଟ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଟରନ୍ୟାସନାଲ ରିଲେଶନ୍ସରେ ସାମ୍ବାଦିକତା କରୁଛନ୍ତି। ତେବେ ଲକ୍‌ଡାଉନ୍‌ ପାଠ ପଢ଼ାରୁ କିଛି ସମୟ ମିଳିବାରୁ ସେ ଦୁବାଇରେ ବିକିନି ପିନ୍ଧି ଫଟୋଶୁଟ୍‌ କରୁଛନ୍ତି।

ଲସ୍‌ ଏଞ୍ଜେଲସ୍‌ର ଉଦ୍ୟୋଗୀ ଆଲେକ୍ସ ବୋଷ୍ଟନିୟନ ସୋସିଆଲ ମିଡିଆରେ ନିଜ ପ୍ରେମିକଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଉଭୟ ସାମାଜିକ ଦୂରତ୍ୱ ରକ୍ଷା କରୁଥିବା ଦେଖିବାକୁ ମିଳୁଛି। ଉଭୟ ଏକ ଦାମୀ କାର ରୋଲ୍ସ ରୋୟସ ଉପରେ ମଦ ପିଉଥିବା ଦେଖିବାକୁ ମିଳୁଛି।

ମସ୍କୋ ବାସିନ୍ଦା ଏଲିନା ମିଲ୍ସ ନିଜର ବ୍ୟକ୍ତିଗତ ଜେଟରେ କୁକୁର ସହ ବୁଲିବାର ଫଟୋ ଉଠାଇ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି।

ଇଟାଲୀର ଲୁସିଆ ବାର୍ଟୋଲି ଳକ୍‌ଡାଉନ୍‌ ସମୟରେ ସ୍ବୀଜରଲ୍ୟାଣ୍ଡର ଲୁଗାନୋ ଯାତ୍ରା କରିବା ପୂର୍ବରୁ ନିଜର ଲମ୍ବୋର୍ଗିନି କାର ସହ ଏକ ଫଟୋ ଶେୟାର କରିଛନ୍ତି।

ଫ୍ରାନ୍ସର ମ୍ୟାଡି ବୁରିସାଗା ନିଜର ଦାମୀ କାର ଲମ୍ବୋର୍ଗିନି କାର ସହ ଫଟୋ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri