Posted inଜାତୀୟ

ମହାରାଷ୍ଟ୍ରରେ ବିଗ ବି, ଅକ୍ଷୟଙ୍କ ଫିଲ୍ମ ସୁଟିଂକୁ ଦିଆଯିବନି ଅନୁମତି

ମୁମ୍ବାଇ,୧୮।୨: ପେଟ୍ରୋଲର ଲିଟର ପିଛା ୧୦୦ଟଙ୍କା ଡେଇଁବା ପରେ ରାଜନୀତି ବୟାନବାଜି ଆରମ୍ଭ ହୋଇଯାଇଛି। ପେଟ୍ରୋଲ ଦର ବୃଦ୍ଧି ଉପରେ କୌଣସି ମତ ରଖି ନ ଥିବାରୁ ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କ ସମେତ ନାମୀଦାମୀ ସେଲିବ୍ରିଟିଙ୍କୁ ଧମକ ଦେଇଛନ୍ତି ମହାରାଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲ। କଂଗ୍ରେସ ନେତା ପାଟୋଲ କହଛନ୍ତି, ଉପା ସରକାର ସମୟରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ଯେତେବେଳେ ୭୦ ଟଙ୍କାକୁ ବୃଦ୍ଧି ପାଇଥିଲା ସେତେବେଳେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାର ଭଳି ତାରକା ବୟାନବାଜି କରିବା ସହ ଏକାଧିକ ପ୍ରଶ୍ନ କରିଥିଲେ। ବର୍ତ୍ତମାନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୧୦୦ ଟଙ୍କା ଟପି ଯାଇଥିବା ବେଳେ ସେଲିବ୍ରିଟି କାହିଁକି ଚୁପ ରହିଛନ୍ତି। ମୋଦି ସରକାରଙ୍କ ବିରୋଧରେ କହିବାକୁ ତାଙ୍କର ସାହସ ନାହିଁ। ତେଣୁ ଅକ୍ଷୟ କୁମାର ଏବଂ ବିଗ ବିଙ୍କ ଫିଲ୍ମ ସୁଟିଂକୁ ଅନୁମତି ଦିଆଯିବ ନାହିଁ ବୋଲି ସେ ଚେତାବନୀ ଦେଇଛନ୍ତି। ଅନ୍ୟପକ୍ଷେ ଫିଲ୍ମ ସୁଟିଂ ବନ୍ଦ ଚେତାବନକୁ ନେଇ ଭାଜପାନେତା ରାମ କାଦାମ କଂଗ୍ରସକୁ ଜବାବ ଦେଇଛନ୍ତି। ବଲିଉଡ ତାରକାଙ୍କ ଅପରାଧ କ’ଣ ବୋଲି ସେ ଓଳଟା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କଟିଗଲା ବିଦ୍ୟୁତ୍‌: ଇଞ୍ଜିନିୟର ସମେତ ୩ ନିଲମ୍ବିତ

ଲକ୍ଷ୍ନୌ,୨୩।୫: ଉତ୍ତରପ୍ରଦେଶରେ ହଠାତ୍‌ ପାଣିପାଗର ପରିବର୍ତ୍ତନର ପ୍ରଭାବ ୩ ଅଧିକାରୀଙ୍କ ଉପରେ ପଡ଼ିଛି। ରାଜଧାନୀ ଲକ୍ଷ୍ନୌ ସ୍ଥିତ ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣରେ ସମୟରେ କରେଣ୍ଟ କଟିଯାଇଥିଲା।...

ୟୁରୋପର ଭ୍ରମ ସୃଷ୍ଟି କରୁଛି ଭାରତର ଏହି ଗାଁ, ଆଶ୍ଚର୍ଯ୍ୟ ହେଉଛନ୍ତି ଲୋକେ

ନିକଟରେ କେରଳରେ ଏପରି ଏକ ପାର୍କ ନିର୍ମାଣ କରାଯାଇଛି, ଯାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। କହୁଛନ୍ତି ଏହା ଆମ ଭାରତ ନା ୟୁରୋପ? ଏହା...

ଗୁରୁ ଦିବସରେ ଥାଳି ବଜାଅ ଅଭିଯାନ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ, ୫।୯: ଗୁରୁ ଦିବସରେ ଚାକିରି ପାଇଁ ପ୍ରବେଶିକା ପରୀକ୍ଷା ଦେଉଥିବା ଆଶାୟୀ ପ୍ରାର୍ଥୀମାନେ ଥାଳି ବଜାଅ ଅଭିଯାନ ପାଇଁ ଆହ୍ବାନ ଦେଇଛନ୍ତି। ଆର୍‌ଆର୍‌ବି ପରୀକ୍ଷା...

ଭାଜପା କୋର୍‌ କମିଟି ବୈଠକରେ ଯୋଗ ଦେଲେନି ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୧।୧୨: ଭାଜପାର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୋପୀନାଥ ମୁଣ୍ଡେଙ୍କ ଝିଅ ପଙ୍କଜା ମୁଣ୍ଡେଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ସେ ଖୁବ୍‌ଶୀଘ୍ର...

୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା

ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ...

ଜମ୍ମୁ-କଶ୍ମୀର: ୭ ମାସ ପରେ ସୋସିଆଲ ମିଡିଆ ଉପରୁ ହଟିଲା କଟକଣା

ଶ୍ରୀନଗର,୪।୩: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଯିବା ପରେ ଘାଟିରେ ସୋସିଆଲ ମିଡିଆ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି। ବୁଧବାର ଦୀର୍ଘ ୭ମାସ ପରେ ଘାଟିରୁ...

ବଳାତ୍କାର ନେଇ ରାଜନୀତି ଆରମ୍ଭ: ନ୍ୟାୟ ମିଳିବା ତ ଦୂର, ଭାଜପା-କଂଗ୍ରେସ ମଧ୍ୟରେ କାଦୁଆ ଫିଙ୍ଗା ଜାରି

ନୂଆଦିଲ୍ଲୀ, ୩।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ଘଟିଥିବା ବଳାତ୍କାର ଘଟଣା ନେଇ ଏବେ ଦେଶରେ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଭାଜପା ଏବଂ କଂଗ୍ରେସ ଏନେଇ...

ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କ ସହ ମୋଦି

ଅହମଦାବାଦ,୧୮।୨: ପାଖେଇ ଆସୁଛି ସମୟ। ସଜେଇ ହେଲାଣି ଗୁଜରାଟର ଅହମଦାବାଦ ସହର। ସ୍ବାଗତ କରିବ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ଓ ରାଷ୍ଟ୍ରପତି ଡୋନାଲ୍ଡ...

Advertisement
Archives

Model This Week