Posted inଜାତୀୟ

ମୁଖତାରଙ୍କ ପୁଅ ଅବ୍ୱାସ ଅଂସାରୀଙ୍କୁ ୯ ଘଣ୍ଟା ପଚରା ଉଚରା ପରେ ଗିରଫ କଲା ଇଡି

ଲକ୍ଷ୍ନୌ, ୫।୧୧: ମାଫିଆ ମୁଖତାର ଅଂସାରୀଙ୍କ ବିଧାୟକ ପୁଅ ଅବ୍ୱାସ ଅଂସାରୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ବିଳମ୍ବିତ ରାତିରେ ଗିରଫ କରିଛି । ଇଡି ତା’ର ପ୍ରୟାଗରାଜ ଅଫିସରେ ଅବ୍ୱାସଙ୍କୁ ପ୍ରାୟ ୯ ଘଣ୍ଟାଧରି ପଚରା ଉଚରା କରିଥିଲା । ମୁଖତାର ଅଂସାରୀଙ୍କ ନାମରେ ଦାଖଲ କରାଯାଇଥିବା ମନି ଲଣ୍ଡରିଂ ମାମଲରେ ଇଡି ତାଙ୍କ ବୟାନ ରେକର୍ଡ କରିବାକୁ ଡାକିଥିଲା । ମୁଖତାର ଭାଇ ଅଫଜାଲ ଅଂସାରୀଙ୍କ ବୟାନ ରେକର୍ଡ କରିବା ପରେ ଅବ୍ୱାସ ଅଂସାରୀଙ୍କ ସହ ଦ୍ୱିତୀୟ ରାଉଣ୍ଡ ପଚରାଉଚରା ଆରମ୍ଭ କରାଯାଇଛି । ଆଉ ଏହାପରେ ତାଙ୍କୁ ଗିରଫ କରାଯାଇଛି ।
ସୂଚନାଯେରାଗ୍ୟ, ୨୦୨୧ରେ ମୁଖତାର ଅଂସାରୀଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା ଦାୟର କରାଯାଇଥିଲା । ଏହାପରେ ଇଡି ମୁଖତାରଙ୍କ ଭାଇ ଓ ବିଏସପି ନେତା ତଥା ଏମପି ଅଫଜାଲ ଅଂସାରୀଙ୍କୁ ଚଳିତ ବର୍ଷ ମେ ୯, ପୁଣି ମୁଖତାରଙ୍କ ବଡ ଭାଇ ସିବଗତୁଲ୍ଲାହ ଅଂସାରୀ ଓ ବିଧାୟକ ପୁତୁରା ଶୋଏବ ଅଂସାରୀଙ୍କୁ ୧୦ ମେ ଓ ଅବ୍ୱାସ ଅଂସାରୀ ଓ ସାନ ପୁଅ ଉମର ଅଂସାରୀଙ୍କୁ ୨ମେ’ରେ ପଚରାଉଚରା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri