Posted inଜାତୀୟ

ନଡ୍ଡାଙ୍କ ବୟାନରେ ବର୍ଷିଲେ କେଜ୍‌ରିଓ୍ବାଲ, କହିଲେ ଭାରତ ମହାନ୍‌ ଥିଲା, ରହିଛି…

ନୂଆଦିଲ୍ଲୀ,୬।୫: ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡାଙ୍କ ଏକ ବିବୃତି ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଭାରତକୁ ଏବେ ସହ ତୁଳନା କରିଛନ୍ତି। ସେ କହିଛନ୍ତି, ୯ ବର୍ଷ ପୂର୍ବରୁ ଭାରତ ସମସ୍ତଙ୍କ ଆଗରେ ମୁଣ୍ଡ ନୁଆଁଇ ଚାଲୁଥିଲା, ଏବେ ଭାରତ ସମସ୍ତଙ୍କ ଆଗରେ ନିଜ ହକ୍‌ ଜିତେଇ ପାରିଛି।
ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିୱାଲ ତାଙ୍କ ଅଫିସିଆଲ ଟୁଇଟର ଜରିଆରେ ଜେ.ପି. ନଡ୍ଡାଙ୍କ ବୟାନକୁ ଶେୟାର କରି କହିଛନ୍ତି ଯେ, ଭାଜପା ସଭାପତିଙ୍କ ଏହି ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ସେ ସବୁ ଭାରତୀୟଙ୍କୁ ଅପମାନିତ କରିଛନ୍ତି। ମୋ ଦେଶ ମହାନ୍‌ ଥିଲା, ମହାନ୍‌ ଅଛି ଏବଂ ସର୍ବଦା ମହାନ୍‌ ରହିବ।
ତେବେ ଏଏପିର ମୁଖପାତ୍ର ସଞ୍ଜୟ ସିଂ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋଦିଜୀଙ୍କ ପୂର୍ବରୁ ଭାରତ ମୁଣ୍ଡ ନୁଆଁଇ ଚାଲୁଥିଲା କି? ଅଟଳଜୀ କ’ଣ ସମସ୍ତଙ୍କ ସାମ୍ନାରେ ହାର୍‌ ମାନି ଯାଇଥିଲେ? ଭାରତ ଅନେକ ଯୁଦ୍ଧରେ ଜିତି ପାକିସ୍ତାନକୁ ଦୁଇ ଭାଗ କରିଦେଇଥିଲା। ଦେଶର ସାହସୀ ପୁଅମାନେ ଏହି ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି। କାହା ଆଗରେ ମୁଣ୍ଡ ନୁଆଁଇ ନାହାନ୍ତି। ଦଳକୁ ଭଲ କହିବା ବାହାନାରେ ଦେଶକୁ ଅପମାନ କରନ୍ତୁ ନାହିଁ ବୋଲି ନଡ୍ଡାଙ୍କ ଉଦ୍ଦେଶ୍ୟରେ ସିଂ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?