Posted inଜାତୀୟ

ଏନସିପିରେ ଅଛି ଆଉ ରହିବି ମଧ୍ୟ: ଅଜିତ ପାଓ୍ବାର…

ମୁମ୍ବାଇ,୧୮।୪ : ଏନସିପି ନେତା ଅଜିତ ପାୱାର ଭାଜପାରେ ଯୋଗଦେବା ନେଇ ଗୁଜବ ଉପରେ ନିଜର ନୀରବତା ଭାଙ୍ଗିଛନ୍ତି। ଅଜିତ ପାୱାର କହିଛନ୍ତି ମୁଁ ଏନସିପି ସହିତ ଅଛି ଏବଂ ଏନସିପି ସହିତ ରହିବି। ମୋର ଏନସିପି ଛାଡିବା ଏକ ମିଥ୍ୟା ଖବର।

ମୋ ବିଷୟରେ ପ୍ରସାରିତ ଗୁଜବରେ କୌଣସି ସତ୍ୟତା ନାହିଁ। ଏହାପୂର୍ବରୁ ଶରଦ ପାୱାର ମଧ୍ୟ ଏଭଳି କଳ୍ପନାଜଳ୍ପନାକୁ ଖଣ୍ଡନ କରିଦେଇଥିଲେ। ସେ କହିଥିଲେ, ଏନସିପି ବିଧାୟକଙ୍କବୈଠକ କେହି ଡାକିନାହାଁନ୍ତି। ଚାଲିଥିବା ଗଣମାଧ୍ୟମର ରିପୋର୍ଟ ମିଛ। ଏହି ସବୁ ଆଲୋଚନାର କୌଣସି ଗୁରୁତ୍ୱ ନାହିଁ ।

ମନଗଢ଼ା କାହାଣୀର ପ୍ରଚାର ପ୍ରସାର ଚାଲିଛି। ଲୋକଙ୍କୁ ବିଭ୍ରାନ୍ତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri