Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧: ରାଜ୍ୟରେ ବୁଧବାର ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ସଂଖ୍ୟା ୩,୨୮,୬୨୨ରେ ପହଞ୍ଚତ୍ଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୦ ଜଣ। ମୟୁରଭଞ୍ଜରୁ ୧୯, ବଲାଙ୍ଗୀରରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ୧୦, ବରଗଡ଼ ଓ ଝାରୁସୁଗୁଡ଼ାରୁ ୯, ଅନୁଗୁଳ ଓ ଯାଜପୁର ୮, କଟକ ଓ କେନ୍ଦୁଝରରୁ ୬, ଜଗତ୍‌ସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଓ ସୋନପୁରରୁ ୨, କୋରାପୁଟ, ନୟାଗଡ଼ ଓ ନୂଆପଡ଼ାରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୫ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri