Odisha Elections 2024
Posted inରାଜ୍ୟ

ସୁସ୍ଥ ହେଲେ ୨୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮।୧: ଓଡ଼ିଶାରେ ସୋମବାର ୨୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥସହ କରୋନାରୁ ଆରୋଗ୍ୟ ଲାଭ କରିଥିବା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୨୯,୮୦୧ରେ ପହଞ୍ଚିଛି। ଗଜପତି ଓ ଖୋର୍ଦ୍ଧାରୁ ସର୍ବାଧିକ ୨୩ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀରରୁ ୧୯, ଅନୁଗୁଳ, ଝାରୁସୁଗୁଡ଼ା ଓ ସମ୍ବଲପୁରରୁ ୧୬, ବରଗଡ଼ରୁ ୧୫, କେନ୍ଦୁଝର ୧୩, ମୟୁରଭଞ୍ଜରୁ ୧୨, ଯାଜପୁର ୧୦, କଟକ ଓ ପୁରୀରୁ ୯, କଳାହାଣ୍ଡି, ମାଲଙ୍କାନଗିରି ଓ ସୁନ୍ଦରଗଡ଼ରୁ ୮, କୋରାପୁଟ ଓ ରାୟାଗଡ଼ାରୁ ୬, ଦେଓଗଡ଼ ଓ କେନ୍ଦ୍ରାପଡ଼ାରୁ ୫, ନୂଆପଡ଼ାରୁ ୪, ବୈଦ୍ଧ, ଢେଙ୍କାନାଳ ଓ ସୋନପୁରରୁ ୩, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତ୍‌ସିଂହପୁର ଓ ନବରଙ୍ଗପୁରରୁ ୨, ନୟାଗଡ଼ ୧ ଏବଂ ଷ୍ଟେଟ୍‌ ପୁଲରୁ ୪ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି।...

କେନ୍ଦ୍ରାପଡ଼ାରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ମୋଦି ସରକାର ଆସିଲେ …

କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି...

ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ…

ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍‌ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି...

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ...

ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର...

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ...

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା

ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍‌ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍‌ ଭିତରକୁ...

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri