Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫।୧: ଓଡ଼ିଶାରେ ଶୁକ୍ରବାର ୨୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ କରୋନାରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୨୯,୦୮୮ରେ ପହଞ୍ଚିଛି। ବଲଙ୍ଗୀର ଓ ସୁନ୍ଦରଗଡ଼ ଜିଲରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୪୦ ଜଣ। ବରଗଡ଼ରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରୁସୁଗୁଡ଼ାରୁ ୧୨, ଖୋର୍ଦ୍ଧା ଓ ପୁରୀରୁ ୧୦, କେନ୍ଦ୍ରପଡ଼ା ଓ ମୟୁରଭଗଞ୍ଜରୁ ୯, ବାଲେଶ୍ୱରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକ ୫, ଜଗତ୍‌ସିଂହପୁର ଓ ନୂଆପଡ଼ାରୁ ୪, ଦେଓଗଡ଼ରୁ ୩, ଢ଼େଙ୍ଗାନାଳ, ଗଞ୍ଜାମ ଓ ସୋନପୁରରୁ ୨, କଳାହାଣ୍ଡି, ନଗରଙ୍ଗପୁର ଓ ରାୟାଗଡ଼ାରୁ ଜଣେ ଏବଂ ଷ୍ଟେଟ ପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

ବରଗଡ଼ ଉପକଣ୍ଠ ରାଜପଥରେ ରାହାଜାନୀ, ୩ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ୍

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ରାଜପଥରେ ରାହାଜାନୀ ତଥା ବିଭିନ୍ନ ସ୍ଥାନରେ ଲୁଟପାଟ୍ ଅଭିଯୋଗ ହୋଇ ଆସୁଥିଲା । ଏହି ଘଟଣାରେ ପୋଲିସ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ଉପକୋଷାଗାର ପୂର୍ବତନ କର୍ମଚାରୀଙ୍କୁ ଜେଲ୍‌ଦଣ୍ଡ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଉପକୋଷାଗାର କାର୍ଯ୍ୟାଳୟର ପୂର୍ବତନ କର୍ମଚାରୀ ତଥା ବରିଷ୍ଠ କିରାଣି ନାରାୟଣ ମେହେରଙ୍କୁ ଲାଞ୍ଚ ନେବା ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ…

ନଦୀକୂଳରେ ଚାଲିଥିଲା ବ୍ରାଉନସୁଗାର କାରବାର, ଅତିର୍କିତ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ…

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜୀରା ନଦୀକୂଳରେ ବ୍ରାଉନସୁଗାର କାରବାର ଚାଲିଥିବା ସମୟରେ ପୋଲିସ ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ…

ପାଠ୍ୟପୁସ୍ତକରେ ଗୁରୁତର ତ୍ରୁଟି: ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି ଯୁବଛାତ୍ର

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ପାଠ୍ୟ ପୁସ୍ତକରେ ଗୁରୁତର ତ୍ରୁଟିକୁ ନେଇ ବିଜୁ ଜନତା ଦଳର ଯୁବ ଛାତ୍ର ଶାଖା ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri