Posted inରାଜ୍ୟ

ଓଡ଼ିଶାରେ ୭୦ ଲକ୍ଷ ଟପିଲା କୋଭିଡ୍‌ ଟେଷ୍ଟ

ଭୁବନେଶ୍ୱର,୧ା୧- ରାଜ୍ୟରେ କୋଭିଡ୍‌ ଟେଷ୍ଟ ସଂଖ୍ୟା ଶୁକ୍ରବାର ୭୦ ଲକ୍ଷ ପାର କରିଛି। ଏ ନେଇ ଟୁଇଟର ଯୋଗେ ସୂଚନା ଦିଆଯାଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ ୭୦,୦୫,୨୫୧ ଟେଷ୍ଟ କରାଯାଇଥିବାବେଳେ ୩,୨୯,୮୮୬ ପଜେଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୮୭୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଉ ଆରୋଗ୍ୟ ଲାଭ କରିଛନ୍ତି ୩,୨୫,୭୩୩ ଜଣ। ବର୍ତ୍ତମାନ ଓଡ଼ିଶାରେ ୨୨୦୪ଟି ଆକ୍ଟିଭ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ରାତିରୁ ପୁରୀ ଜିଲାରେ କର୍ଫ୍ୟୁ

ପୁରୀ ଅଫିସ,୨୭।୬- ବିଶ୍ୱ ପ୍ରସିଦ୍ଧ ବାହୁଡା ରଥଯାତ୍ରା ପାଇଁ ପୁଣି ପୁରୀ ଜିଲାରେ ଜାରି ହେବ କର୍ଫ୍ୟୁ। ଜୁନ ୩୦ ରାତି ୧୦ଟାରୁ ଜୁଲାଇ୨ ରାତି...

ମା’ ପଡ଼ିଯିବାରୁ କୂଅକୁ ଡେଇଁଲେ ପୁଅ

ଛତ୍ରପୁର,୩୦।୮(ଡି.ଏନ୍‌.ଏ.): ବୃଦ୍ଧା ମା’ କୂଅରେ ପଡିଯିବାରୁ ତାଙ୍କୁ ଉଦ୍ଧାର କରିବାକୁ ଯାଇ କୂଅ ଭିତରକୁ ଡେଇଁଲେ ପୁଅ। ଏ ଭଳି ଘଟଣା ଘଟିଛି ଗଞ୍ଜାମ ଜିଲା...

ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ...

ବର୍ଷାରେ ବେହାଲ ରାଜଧାନୀ: ରାସ୍ତାରେ କୃତ୍ରିମ ବନ୍ୟାର ଭ୍ରମ, ଜନଜୀବନ ପ୍ରଭାବିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ରାଜଧାନୀ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ୍‌,...

ଧୋଇଗଲା କଲଭର୍ଟ ପାର୍ଶ୍ୱ ରାସ୍ତା

ଫୁଲବାଣୀ ଅଫିସ,୩୦ା୮- ତୁମୁଡ଼ିବନ୍ଧ ବ୍ଲକର ଉପାନ୍ତ ତଥା ମାଓବାଦୀ ପ୍ରଭାବିତ ଅଞ୍ଚଳ ଭାବେ ପରିଚିତ ଲଙ୍କାଗଡ଼ ପଞ୍ଚାୟତ କାରୁକୁଡି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗତ...

ଭୋଗ ଦଖଲରେ ଜବରଦଖଲକାରୀ: ଖଜଣା ଭରୁଛନ୍ତି ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର, ୨୩ା୨(ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ସୌନ୍ଦର୍ଯ୍ୟକରଣ ନେଇ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ମାପଚୁପ ଚାଲିଛି। ହେଲେ ପ୍ରଭାବଶାଳୀ ବ୍ୟକ୍ତିଙ୍କ...

ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା: ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି

କଟକ ଅଫିସ, ୪ା୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗତ ସାଧାରଣ ନିର୍ବାଚନ ସମୟରେ ମୋକିମ ଦାଖଲ କରିଥିବା...

୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ

ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।...

Advertisement


Archives

Model This Week

Why Dharitri