Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧: ରାଜ୍ୟରେ ମଙ୍ଗଳବାର ୧୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୁଳ ଜିଲରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୩୪ ଜଣ। ସୁନ୍ଦରଗଡ଼ରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରପଡ଼ାରୁ ୯, ବରଗଡ଼ରୁ ୮, କଟକ ଓ ପୁରୀ ୬, କେନ୍ଦୁଝର ଓ ମୟୁରଭଞ୍ଜରୁ ୫, ଦେଓଗଡ଼, ଜଗତ୍‌ସିଂହପୁର ଓ ଝାରୁସୁଗୁଡ଼ାରୁ ୪, ବାଲେଶ୍ୱର, ଗଜପତୀ ଓ କଳାହାଣ୍ଡିରୁ ୩, ବୌଧ ଓ ନୂଆପଡ଼ାରୁ ୨, ଗଞ୍ଜାମ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି

ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ...

ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

କଟକ ଡବଲ ମର୍ଡରକୁ ବିତିଲା ୪୮ ଘଣ୍ଟା: ଅଭିଯୁକ୍ତଙ୍କ ପତ୍ତା ପାଉନି ପୋଲିସ

କଟକ ଅଫିସ, ୧୫।୧୨: କଟକ ବେଲେଶ୍ୱର ନ୍ୟୁ କଲୋନୀ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାକୁ ୪୮ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ବିଫଳ ହୋଇଛି।...

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି।...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

୧୬ରେ ଆସୁଛନ୍ତି ମୋଦି, ଭୁବନେଶ୍ୱରରେ କରିବେ ରୋଡ ଶୋ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆସନ୍ତା ୧୬ରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ...

ସକାଳ ୯ରୁ ଅଷ୍ଟମ, ପୂର୍ବାହ୍ନ ୧୦ରୁ ଏକାଦଶ ପିଲାଙ୍କ ହେବ ପାଠପଢ଼ା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଅଷ୍ଟମ ଓ ଏକାଦଶ ଣ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୨୧ରେ ଏକାଦଶ ଓ ୨୫...

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୦୭ କରୋନା ପଜିଟିଭ: ଆଖିବୁଜିଲେ ୫

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ବୁଧବାର ୪୦୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ...

Advertisement


Archives

Model This Week