Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧: ରାଜ୍ୟରେ ମଙ୍ଗଳବାର ୧୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୁଳ ଜିଲରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୩୪ ଜଣ। ସୁନ୍ଦରଗଡ଼ରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରପଡ଼ାରୁ ୯, ବରଗଡ଼ରୁ ୮, କଟକ ଓ ପୁରୀ ୬, କେନ୍ଦୁଝର ଓ ମୟୁରଭଞ୍ଜରୁ ୫, ଦେଓଗଡ଼, ଜଗତ୍‌ସିଂହପୁର ଓ ଝାରୁସୁଗୁଡ଼ାରୁ ୪, ବାଲେଶ୍ୱର, ଗଜପତୀ ଓ କଳାହାଣ୍ଡିରୁ ୩, ବୌଧ ଓ ନୂଆପଡ଼ାରୁ ୨, ଗଞ୍ଜାମ, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟ ଉପରୁ ପରଦା ଉଠାଇଲେ ଶୁବମନ ଗିଲ: ୨୦୨୭ ବିଶ୍ୱକପ୍‌କୁ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୪।୧୧: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ପ୍ରଥମ ମୁକାବିଲା ଇଡେନ…

ଗାଁ ପାଖରେ ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ: ବନ ବିଭାଗର ତଦନ୍ତ ଜାରି

ବରଗଡ଼,୪।୧୧(ପ୍ରେମାନନ୍ଦ ଖମାରୀ): ବାରପାହାଡ ପାଦଦେଶ ନିକଟ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ କଣ୍ଡପଲା ପଞ୍ଚାୟତ ରମ୍ପେଲା ଗ୍ରାମ ପାଖରେ ଏକ ବାଘ ବୁଲୁଥିବା ନେଇ ଚର୍ଚ୍ଚା ଚାଲିଛି।…

ଧୋନୀ ନା ଗାଙ୍ଗୁଲୀ: ସଚିନ ତେନ୍ଦୁଲକରଙ୍କ ବେଷ୍ଟ ଅଧିନାୟକ କିଏ? ନିଜେ କଲେ ବଡ଼ ଖୁଲାସା!

ନୂଆଦିଲ୍ଲୀ, ୪।୧୧: ସୌରଭ ଗାଙ୍ଗୁଲୀ କି ଏମ.ଏସ. ଧୋନୀ? ସଚିନ ତେନ୍ଦୁଲକରଙ୍କୁ ଯେତେବେଳେ ପଚରାଗଲା ଯେ କେଉଁ ଖେଳାଳିଙ୍କ ଅଧିନାୟକତ୍ୱରେ ଖେଳି ତାଙ୍କୁ ସବୁଠାରୁ ଭଲ ଲାଗିଲା,…

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: ପୁରୀ ଯାଉଥିଲେ ସନ୍ଧ୍ୟା ୬ରୁ…

ପୁରୀ, ୪।୧୧: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚେତାବନୀ ଦେଲେ ସଚିନ ତେନ୍ଦୁଲକର: ଚୟନକର୍ତ୍ତାଙ୍କୁ କଲେ ଟାର୍ଗେଟ, ମାତ୍ର ୧୫ ବର୍ଷ ବୟସରୁ…

ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଟି-୨୦ ଦଳରେ ସାମିଲ ହୋଇଥିବା ବୈଭବଙ୍କୁ ମାତ୍ର ୨ଟି ମ୍ୟାଚ ଖେଳିବାର ସୁଯୋଗ ମିଳିଥିଲା। ଏଥିମଧ୍ୟରୁ ଗୋଟିଏ ମ୍ୟାଚ୍‌ରେ ସେ ନିଜ…

ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରାଙ୍କ ପରଲୋକ: ଝୁରୁଛି କଳାହାଣ୍ଡି

ଭବାନୀପାଟଣା,୪।୧୧(ଉତ୍ତମ କୁମାର ଦାଶ):କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣାସ୍ଥିତ ବାସ ଭବନରେ ପରଲୋକ…

ଧନ ମାଗୁଅଛି-ଜନ ମାଗୁଅଛି

ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍‌ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?