ଓଡ଼ିଶାରେ ୮ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟୁଇଟ କରି କରୋନା ଭଳି କଠିନ ପରିସ୍ଥିତିରେ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡିକ ଗରିବଙ୍କ ସାହାରା ହୋଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଜରିଆରେ ଦେଶର କୋଣ ଅନୁକୋଣରେ ଗରିବଙ୍କ ମୁଣ୍ଡ ଉପରେ ପକ୍କା ଛାତ ଦେଇ ପ୍ରଧାନମନ୍ତ୍ରୀ ମୋଦି ସେମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ସହ ତାଙ୍କର ସମ୍ମାନକୁ ସୁନିଶ୍ଚିତ କରିଛନ୍ତି ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ...

କଲ୍ୟାଣ ମଣ୍ଡପ ସ୍ଥାନ ନିରୂପଣ ନେଇ ବିବାଦ

ଧାମନଗର,୧୧।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତରେ କଲ୍ୟାଣ ମଣ୍ଡପ ନିର୍ମାଣ ଆରମ୍ଭ ହେବାକୁ ଥିବାବେଳେ ସ୍ଥାନ ନିରୂପଣ ନେଇ ବିବାଦ ସୃଷ୍ଟି ହୋଇଛି।...

ଧରାପଡ଼ିଲେ ଗ୍ୟାଙ୍ଗଷ୍ଟାର ଗର୍ଲଫ୍ରେଣ୍ଡ

କଟକ ଅଫିସ୍‌,୨୫।୧୦: ବିଲ୍ଡରଙ୍କୁ ଦାଦା ବଟି ମାଗିବା ଓ ତାଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗ୍ୟାଙ୍ଗଷ୍ଟାର ସକିଲଙ୍କ ଗାର୍ଲଫ୍ରେଣ୍ଡ ମାନସୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ।...

ଉଦ୍‌ଘାଟନର ୧୫ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ରକ୍ତଭଣ୍ଡାର

ବାସୁଦେବପୁର, ୬।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ରକ୍ତଭଣ୍ଡାର ଉଦ୍‌ଘାଟନ ହେବାର ୧୫ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରି ନାହିଁ।...

ବାଲେଶ୍ୱର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ମାନସ ଦତ୍ତ

ବାଲେଶ୍ୱର ଅଫିସ, ୩।୧୧: କୋଭିଡ୍‌ କଟକଣା ମଧ୍ୟରେ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ତେବେ ଜଣଙ୍କ ପରେ ଜଣେ ପ୍ରାର୍ଥୀ...

ଦେବଗଡ଼ ବିଧାୟକ ମିଳିଲା ଜାମିନ୍‌

ଦେବଗଡ଼,୭।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଶନିବାର ଜାମିନ୍‌ ମିଳିଛି। ଏ ନେଇ ବିଧାୟକଙ୍କ ଓକିଲ ସୂଚନା ଦେଇଛି । ୨ ଜାମିନ୍‌ଦାର ଓ...

ଗୋଷ୍ଠୀ କେନ୍ଦ୍ରକେ ରାସ୍‌ତା ତିଆରି ଦାବି

ଲାଠୋର, ୨୨।୨ (ଡି.ଏନ୍‌.ଏ.)- ବଲାଙ୍ଗାରୀ ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁ। ରେ ୨୦୧୩-୧୪ ସାଲେ ଲକ୍ଷାଧିକ୍‌ ଟଁକା ଖରଚ୍‌ରେ ଗୁଟେ ଗୋଷ୍ଠୀ କେନ୍ଦ୍ର ତିଆର...

ମୁକୁଳା ଟ୍ରାନ୍ସଫର୍ମର ନେଲା ଦନ୍ତାର ଜୀବନ

ନିରାକାରପୁର,୧୧।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ଗୋଲାବାଇ ଛକ ନିକଟରେ ବିଦ୍ୟୁତ୍‌ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି କିଛି ଦିନ...

Advertisement
Archives

Model This Week