ଭାଙ୍ଗିଲା ୭୦ ବର୍ଷର ରେକର୍ଡ: ଚିନି ୧୦୦, ପେଟ୍ରୋଲ ୧୫୦ ଟଙ୍କା

ଇସଲାମାବାଦ,୨୧ ।୩: ପାକିସ୍ତାନରେ ମହଙ୍ଗା ମାଡ ବେଳକୁ ବେଲ ଏତେ ବଢିଯାଇଛି ଯେ ୭୦ ବର୍ଷର ରେକର୍ଡକୁ ଭାଙ୍ଗି ଦେଇଛି । ଫଳରେ ସାଧାରଣ ଜନତା ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏଥିପାଇଁ ସେମାନେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଦୋଷ ଦେଇଛନ୍ତି । ଜନତାଙ୍କ କହିବା କଥା ହେଲା ଇମ୍ରାନ ସରକାର ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା କାମରେ କରି ଦେଖାଇବାକୁ ଚେଷ୍ଟା ବି କରି ନାହାନ୍ତି । ଯାହାର ଫଳ ସ୍ୱରୂପ ଆଜି ଦେଶରେ ମହଙ୍ଗା ମାଡ ବଢି ବଢି ଚାଲିଛି । ଏପରି ମହଙ୍ଗା ମାଡ ୭୦ ବର୍ଷର ରେକର୍ଡକୁ ଭାଙ୍ଗିବା ପରେ ସାଧାରଣ ଜନତା ଇମ୍ରାନ ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରିଛନ୍ତି । ଏଠାରେ ଏବେ ପେଟ୍ରୋଲ ୧୫୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଚିନି ୧୦୦ ଟଙ୍କାରେ ବିକ୍ରି ହେଉଛି । ଆଉ ସାଧାରଣ ଜନତାଙ୍କ ମତ ଇମ୍ରାନ ସରକାର ଧନୀଙ୍କ ସରକାର ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri