ଉଚ୍ଛେଦ ପ୍ରତିବାଦରେ ଉଠାଦୋକାନୀଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୧୭।୮: ବାଲେଶ୍ୱର ସହର ଓଟି ରୋଡ଼ ସମ୍ପ୍ରସାରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ଏହାକୁ ବିରୋଧ କରି ଉଠାଦୋକାନୀ ସଂଘ ବିିକ୍ଷୋଭ କରିଛନ୍ତି।
ବାଲେଶ୍ୱର ସହରର ଓଡ଼ିିଶା ଟ୍ରଙ୍କ ରୋଡକୁ ୬ଟିକିଆ ରାସ୍ତା ନିର୍ମାଣର ଦ୍ୱାହିଦେଇ ବାଲେଶ୍ୱର ଟାଉନ ଭେଣ୍ଡିଙ୍ଗ କମିଟିର ନିଷ୍ପତ୍ତି ବିନା ଜିଲା ପ୍ରଶାସନ ଓ ଆର୍‌ ଆଣ୍ଡ ବି ଡିଭିଜନ ଓ ପୋଲିସ ବେଆଇନ ଭାବେ ଆରମ୍ଭ କରିଥିବା ଇଚ୍ଛେଦକୁ ବିରୋଧକରି ଓଡ଼ିଶା ପଥବିକ୍ରେତା ସଂଘ ପକ୍ଷରୁ ବିରୋଧ କରାଯାଉଛି ବୋଲି ସଂଘର ସଭାପତି ଜୟନ୍ତ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?