ପୁରୁଷୋତ୍ତମପୁରରେ ଜଣେ ଶିକ୍ଷୟିତ୍ରୀ, ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସ୍‌ିରେ ରହୁଥିବା ଦୁଇ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ରହିଥିବା ବେଳେ ଆଉ ଜଣେ ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ ରହିଛନ୍ତି। ଏହି ଦୁଇ ଜଣଙ୍କ ସ୍ବାବ ରିପୋର୍ଟ ସୋମବାର ରାତିରେ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡି ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି। ତେବେ ପୁରୁଷୋତ୍ତମପୁର ଏନ୍‌ଏସିରେ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କ ସମେତ ବିଭିନ୍ନ ୱାର୍ଡରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇଦା ଉଠାଉଛନ୍ତି ଅସାଧୁ ବ୍ୟବସାୟୀ

ଖଇରା, ୨୮ା୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଖଇରା ତଥା ବ୍ଲକର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାଶନ ସାମଗ୍ରୀ ଭଳି ଅତ୍ୟାବଶ୍ୟକ...

କୃଷିଋଣ ଛାଡ଼ କରିବାକୁ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୪ା୮-ସିପିଏମ୍‌ର ଛାମୁଆ ସଂଗଠନ କୃଷକ ସଭା ପକ୍ଷରୁ ଶନିବାର ବ୍ରହ୍ମପୁର ଉପଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ସମାବେଶ ହୋଇଥିଲା। ସ୍ବାମୀନାଥନ କମିଶନଙ୍କ ସୁପାରିସ ଅନୁସାରେ...

ଏସ୍‌ସିବି ମେଡିକାଲରେ ନାହିଁ କୁକୁର କାମୁଡ଼ା ଇଞ୍ଜେକ୍‌ଶନ

କଟକ ଅଫିସ, ୧୭।୧୨: ଏସ୍‌ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍‌ ଭ୍ୟାକସିନ)ର ଘୋର ଅଭାବ। ଗତ ୩...

କଣ୍ଟିଲୋବାସୀଙ୍କ ପାନୀୟ ଜଳ ମହାନଦୀର ଗୋଳିଆ ପାଣି

ଖଣ୍ଡପଡା,୮ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ଅନ୍ତର୍ଗତ କଣ୍ଟିଲୋ ନୀଳମାଧବଜୀଉ ପଯର୍‌ୟଟନ କ୍ଷେତ୍ର ଓ କଂସା ପିତ୍ତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି । ୧୫...

ଜିଲାସ୍ତରୀୟ କଳା ଉତ୍ସବ ପ୍ରତିଯୋଗିତା; ଗୋଡ଼ରେ ଚିତ୍ର ଆଙ୍କି ବିରଞ୍ଚି ପ୍ରଥମ

ବ୍ରହ୍ମପୁର ଅଫିସ୍‌,୭ା୧୧-ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟରେ ବୁଧବାର ଗଞ୍ଜାମ ଜିଲାସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଚିତ୍ରାଙ୍କନରେ ଛଣମେରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର...

ମଣ୍ଡିରେ ପଡ଼ିରହିଛି ୯୦ହଜାର ଧାନବସ୍ତା

ସୋନପୁର,୧୬।୬(ନି.ପ୍ର.) – ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ସୁବର୍ଣ୍ଣପୁର ଜିଲାରେ ବର୍ଷା ଲାଗିରହିଛି। ଜିଲାରେ ଏବେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି।...

ହୋଇପାରୁନି ବନ୍ୟା ପାଣି ନିଷ୍କାସନ: ୧୦୦ ପରିବାର ଜଳବନ୍ଦୀ

ବସ୍ତା, ୨୮।୮(ସ୍ବ.ପ୍ର.) – ଗତ କିଛି ଦିନ ଧରି ଉପରମୁଣ୍ଡରେ ଏବଂ ସ୍ଥାନୀୟ ଅଞ୍ଚଳରେ ବର୍ଷା ଯୋଗୁ ବସ୍ତା ବ୍ଲକ ଦେଇ ପ୍ରବାହିତ ନଦୀ ଜଳକା...

ସାପ କାମୁଡ଼ାରେ ମା, ପୁଅଙ୍କ ସମେତ ୩ ମୃତ, ମହିଳା ଗୁରୁତର

କୋଦଳା/ କବିସୂର୍ଯ୍ୟନଗର, ୨୪ା୯(ଡି.ଏନ.ଏ.)-ଗଞ୍ଜାମ ଜିଲାର କୋଦଳା ଓ କବିସୂର୍ଯ୍ୟନଗରରେ ରବିବାର ରାତିରେ ସାପ କାମୁଡ଼ାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *