ପୁରୁଷୋତ୍ତମପୁରରେ ଜଣେ ଶିକ୍ଷୟିତ୍ରୀ, ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସ୍‌ିରେ ରହୁଥିବା ଦୁଇ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ରହିଥିବା ବେଳେ ଆଉ ଜଣେ ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ ରହିଛନ୍ତି। ଏହି ଦୁଇ ଜଣଙ୍କ ସ୍ବାବ ରିପୋର୍ଟ ସୋମବାର ରାତିରେ ପଜିଟିଭ ଆସିବା ପରେ ସେମାନଙ୍କୁ କୋଭିଡି ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ପଠାଯାଇଛି। ତେବେ ପୁରୁଷୋତ୍ତମପୁର ଏନ୍‌ଏସିରେ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କ ସମେତ ବିଭିନ୍ନ ୱାର୍ଡରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌-ତୀର୍ଥଯାତ୍ରୀ ବସ୍‌ ଧକ୍କା: ୨୦ ଆହତ, ୨ ଗୁରୁତର

ଭଦ୍ରକ ଅଫିସ,୧୧।୨: କୋଲକାତାରୁ ପୁରୀ ଆସୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି। ୧୬ ନମ୍ବର...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଶିକ୍ଷକ ଗିରଫ

ବୋରିଗୁମ୍ମା, ୧୧।୪ (ଡି.ଏନ୍‌.ଏ.): ଦଶମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମଜାଲରେ ଫସାଇ ଅପହରଣ କରିନେବା ଅଭିଯୋଗରେ କୋରାପୁଟ ଜିଲା ବିସିଂହପୁର ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି।...

ଆଜି ଅଧରପଣା

ପୁରୀ ଅଫିସ,୧୧ା: ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ସୋମବାର ତିନିରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି। ରଥାରୂଢ ଠାକୁରମାନଙ୍କୁ...

ଫୁଲ, ଚନ୍ଦନ ଦେଇ ମତଦାତାଙ୍କୁ ସ୍ବାଗତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଆଦର୍ଶ ଭୋଟଗ୍ରହଣ କେନ୍ଦ୍ରଗୁଡ଼ିକରେ ମତଦାନ ପ୍ରକ୍ରିୟା ଭିନ୍ନ ଆକର୍ଷଣ ପାଲଟିଛି । ଏହି କ୍ରମରେ ବିଜେପୁର ବାଳକ...

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ...

ସୋସିଆଲ ମିଡିଆରୁ ସ୍ବାବଲମ୍ବୀ

ବାରିପଦା ଅଫିସ, ୨୪ା୧-ଆତ୍ମବିଶ୍ୱାସ, ଆନ୍ତରିକତା ଓ କଠିନ ପରିଶ୍ରମ ମାଧ୍ୟମରେ ସ୍ବାବଲମ୍ବୀ ହୋଇପାରଛନ୍ତି ଜଣେ ମହିଳା। ସୋସିଆଲ ମିଡିଆରେ ମନ ପସନ୍ଦର ସାମଗ୍ରୀକୁ ଉପସ୍ଥାପନା କରି...

ରାସ୍ତା ନିର୍ମାଣ କର, ନ ହେଲେ ପଞ୍ଚାୟତ ଭୋଟ୍‌ ଦେବୁ ନାହିଁ

ଭଦ୍ରକ ଅଫିସ,୨୨।୧୦: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅଧୀନ ନଗୁଅଁା ପଞ୍ଚାୟତର ୯ ନଂ. ୱାର୍ଡ ମହାପୋଖରୀ ଶାସନ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଶୋଚନୀୟ...

ହାଟରେ ସାମାଜିକ ଦୂରତ୍ୱ ଶିଖାଇଲେ ଏସ୍‌ପି

ଫୁଲବାଣୀ ଅଫିସ, ୨୭ା୩-ହାଟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିହେବ ସେ ସମ୍ପର୍କରେ ଲୋକଙ୍କୁ କନ୍ଧମାଳ ଏସ୍‌ପି ପ୍ରତୀକ ଗୀତା ସିଂ ଶିଖାଇଛନ୍ତି। ହାଟପଦାରେ ପାଖାପାଖି...

Advertisement
Archives

Model This Week