ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୭୪ଜଣ କେବେଳ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଗୁଣୁପୁର ବ୍ଲକ ଶିରିଝୋଲି ପଞ୍ଚାୟତର ବିଜୟପୁର ଗ୍ରାମର। ସେହିପରି ରାୟଗଡ଼ା ଅର୍‌ବାନ ଏରିଆର ଜଣେ ଯୁବକ କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି। କିଛି ଦିନ ତଳେ ସେ ଦିଲ୍ଲୀରୁ ଫେରି ହୋମ୍‌ କ୍ୱାରାଣ୍ଟାଇନରେ ରହୁଥିଲେ। ଅନ୍ୟ ବ୍ୟକ୍ତିଜଣଙ୍କ ଗୁଣୁପୁର ଅରବାନ ଏରିଆର ୩୫ ବର୍ଷର ପୁରୁଷ। ସେ କାହା ସଂସ୍ପର୍ଶରେ ଆସିଛନ୍ତି ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ତେବେ ଆଜି ଚିହ୍ନଟ ୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୨୦ଜଣଙ୍କୁ ଜେକେପୁର କୋଭିଡ୍‌ ହସ୍ପିଟାଲ ଏବଂ ଅନ୍ୟ ୫୬ଜଣଙ୍କୁ ଗୁଣୁପୁର କୋଭିଡ୍‌ ସେଣ୍ଟରକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri