ରିୟଲ ଲାଇଫ୍‌ରେ ମୋଦିଙ୍କୁ ରାମ ବୋଲି ଭାବନ୍ତି ଅଭିନେତ୍ରୀ, ଜାଣନ୍ତୁ କାରଣ…

ରମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଭୂମିକାରେ ଅଭିନୟ କରିଥିବା ଦୀପିକା ଚିଖଲିଆ ତାଙ୍କ ଭୂମିକା ପାଇଁ ବେଶ୍‌ ପ୍ରଶଂସନୀୟ। ତାଙ୍କ ସହ ଅରୁନ ଗୋଭିଲ ରାମଙ୍କ ଭୂମିକାରେ ନଜର ଆସିଥିଲେ। କିନ୍ତୁ ରିୟଲ ଲାଇଫରେ ଦୀପିକା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାମ ବୋଲି ଭାବନ୍ତି। ନିକଟରେ ଏକ ସାକ୍ଷାତକାରରେ ଦୀପିକା କହିଛନ୍ତି, କରୋନାର ବିପଦ ସମୟରେ ଯଦି କୌଣସି ମଣିଷ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ, ତେବେ ସେ ହେଉଛନ୍ତି ପ୍ରଧାନମନ୍ତ୍ରୀ। ସେ ସବୁ ପ୍ରକାର ସାହାର୍ଯ୍ୟ ସହଯୋଗ କରିଛନ୍ତି। ଯେଉଁ ଭାବରେ ଦେଶର ସେବା କରୁଛନ୍ତି ତାହା ପ୍ରଶଂସନୀୟ। ମୁଁ ଏବେ ବି କହୁଛି ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ଆଜିର ରାମ।’


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଟୁଇଟ୍‌ କରି ଚର୍ଚ୍ଚାରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପର୍‌ଫେକ୍ସନିଷ୍ଟ ଆମିର ଖାଁ ସବୁବେଳେ ସାମାଜିକ ବିଷୟ ବସ୍ତୁକୁ ନେଇ ରିସର୍ଚ୍ଚ କରୁଥିବା ବେଳେ ଏହାକୁ ଠିକ୍‌ ଢଙ୍ଗରେ ଉପସ୍ଥାପନ କରିବା...

ଓ୍ବେବ୍‌ସିରିଜ୍‌ ପାଇଁ ୭୫ କୋଟି ଦାବି କଲେ ଏହି ଦୁଇ ବଲିଉଡ୍‌ କଳାକାର, ଚିନ୍ତାରେ ନିର୍ମାତା

ବମ୍ବେ: ଫିଲ୍ମ ପରେ ଏବେ ଓ୍ବେବ୍‌ସିରିଜ ମୁହାଁ କଳାକାର। ରାମାୟଣ ଉପରେ ଆଧାରିତ ଓ୍ବେବ୍‌ସିରିଜ୍‌ରେ ନଜର ଆସିବେ ଅଭିନେତା ରଣବୀର କପୁର ଏବଂ ହ୍ରିତିକ ରୋଶନ।...

ଦର୍ଶକଙ୍କୁ ପସନ୍ଦ ଆସିଲାନି ଦିଶାଙ୍କ ନୂଆ ଲୁକ୍‌

ମୁମ୍ବାଇ: ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି ବଲିଉଡ୍ ନାୟିକା ଦିଶା ପାଟନି । ନିକଟରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ...

ନୋରାଙ୍କ ଅପସରା ଲୁକ୍‌

ମୁମ୍ବାଇ: ନୋରା ଫତେହି ଏବେ ବଲିଉଡ୍‌ରେ ରାଜ କରୁଛନ୍ତି । ଏହି ଡ୍ୟାନ୍ସ କୁଇନ୍ ନିଜ ଅଭିନୟ ସହ ଡ୍ୟାନ୍ସରେ ୟଙ୍ଗଷ୍ଟରଙ୍କୁ ଦିୱାନା ବନାଉଥିବା ବେଳେ...

ସୋନୁ ନିଗମଙ୍କ ଘରୁ ଚୋରି

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ସୋନୁ ନିଗମଙ୍କ ଘରୁ ଚୋରି ହୋଇଛି। ତାଙ୍କ ବାପା ଅଗମ କୁମାର ନିଗମ ଏନେଇ ପୋଲିସରେ ଅଭିଯୋଗ କରିଛନ୍ତି। ସୋନୁଙ୍କ ଘରୁ...

ଆତ୍ମହତ୍ୟା କରିବାକୁ ଚାହୁଁଥିଲି

ବମ୍ବେ: ବିଗ୍‌ବସ୍‌ର ଚଳିତ ସିଜନ୍‌ର ସବୁଠୁ ଚର୍ଚ୍ଚିତ ପ୍ରତିଯୋଗୀ ପାଲଟିଛନ୍ତି ରୁବିନା ଦିଲୈକ। ସ୍ବାମୀ ଅଭିନବ ଶୁକ୍ଳାଙ୍କ ସହ ତାଙ୍କର ଖଟାମିଠା ମୂହୁର୍ତ୍ତକୁ ଦର୍ଶକେ ବେଶ୍‌...

ପ୍ରଥମ ଦେଖାରେ ଶାହିଦଙ୍କୁ ହୃଦୟ ଦେଇ ବସିଥିଲେ ଏହି ଅଭିନେତ୍ରୀ, ଦୁଇ ମାସ ଯାଏ ପଛରେ ପଡ଼ି…

ବମ୍ବେ: ଦିଲ୍ଲୀରେ ଜନ୍ମ ହୋଇଥିଲେ ହେଁ ମୁମ୍ବାଇ ପାଲଟିଛି ନୂଆ ଠିକଣା। ମା’ବାପା ଅଲଗା ହେବା ପରେ ବାପାଙ୍କସହ ସ୍ବପ୍ନର ସହରକୁ ଚାଲିଆସିଥିଲେ ଅଭିନେତା ଶାହିଦ...

ରାପର ରଫ୍‌ତାରଙ୍କୁ କରୋନା, ପ୍ରଂଶସକଙ୍କ ଉଦ୍ଦେଶ୍ୟରେ କହିଲେ ଏମିତି

ମୁମ୍ବାଇ: ବଲିଉଡ୍‌ ରାପର ତଥା ସଙ୍ଗୀତ ନିର୍ଦ୍ଦେଶକ ରଫ୍‌ତାର କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିବା ସେ ନିଜେ ସୋସିଆଲ ମିଡିଆରେ...

Advertisement
Archives

Model This Week