ସେପ୍ଟେମ୍ବରରେ ସଂକ୍ରମଣ ବଢ଼ିବା ପରେ କମିଯିବ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ଟେଷ୍ଟିଂ, ଟ୍ରେସିଂ ଓ ଟ୍ରିଟ୍‌ମେଣ୍ଟ ପ୍ରକ୍ରିୟାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କରୋନା ଟେଷ୍ଟ ପରିମାଣରେ ବୃଦ୍ଧି ଘଟିଛି। ଅଧିକରୁ ଅଧିକ ଟେଷ୍ଟ ହେଉଥିଲେ ମଧ୍ୟ ସେହି ଅନୁପାତରେ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଛି। ସଂକ୍ରମଣ ହ୍ରାସ ପାଉଥିବାବେଳେ ଆକ୍ରାନ୍ତ ଓ ମୃତ୍ୟୁ ହାର କମ୍‌ ରହୁଛି। ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲରେ ଅଛି। ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବ। କିନ୍ତୁ ଏହାପରେ କମିଯିବ ବୋଲି ଜୀବନ ବିଜ୍ଞାନ ପ୍ରତିଷ୍ଠାନ ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, କେରଳେ କମିଯାଇଥିବା ସଂକ୍ରମଣ ଏବେ କିନ୍ତୁ ପୁଣି ବଢ଼ିଛି। ଏହି ନୂଆ ଭୂତାଣୁ ସମ୍ପର୍କରେ କିଛି ସଠିକ୍‌ ଭାବେ କହିବା ସମ୍ଭବ ନୁହେଁ। ଏ ନେଇ ଦ୍ୱିତୀୟ ପର୍ଯ୍ୟାୟ ଗବେଷଣା ଚାଲିଛି। ବିଭିନ୍ନ ଜିଲାର ୧୨୮ଟି ନମୁନା ସଂଗ୍ରହ ହୋଇଛି। ଏହା କେଉଁ ପ୍ରକାର ଭୂତାଣୁ ତାହା ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଜଣାପଡ଼ିଯିବ ବୋଲି ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ବସିବ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା...

ନଭେମ୍ବରରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ,...

୨୩ରୁ ଖୋଲିବ, ୩ରୁ ସମସ୍ତଙ୍କୁ ଦର୍ଶନ ଅନୁମତି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଶେଷ ହେଲା ଭକ୍ତଙ୍କ ଅପେକ୍ଷା। ଆସନ୍ତା ୨୩ ତାରିଖରୁ ଖୋଲିବ ଶ୍ରୀମନ୍ଦିର। ଏହାଛଡ଼ା ପୁରୀରେ ଥିବା ସମସ୍ତ ଧର୍ମାନୁଷ୍ଠାନ ମଧ୍ୟ ଏହି ତାରିଖ ପରଠାରୁ...

ସ୍କୁଲ ମିଶ୍ରଣକୁ ଗାଁ ଲୋକଙ୍କ ବିରୋଧ

ଡୁବୁରୀ,୧୯।୩(ଡିଏନଏ): ସିଆରିଆ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ନିକଟସ୍ଥ ଡୁବୁରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣ ପାଇଁ ନିଷ୍ପତ୍ତି ହୋଇଛି। ତେବେ ଏହି ମିଶ୍ରଣ ପ୍ରକ୍ରିୟାକୁ...

ଲକ୍ଷଣ ନ ଥିଲେ ଘରେ ରହିପାରିବେ ସଂକ୍ରମିତ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷଣ ନ ଥିବା ଜଣାପଡିଛି।...

ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ହୋଇନି: ଜିଲାପାଳ

ଛତ୍ରପୁର,୩।୬(ଡି.ଏନ.ଏ.)-ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ ସଂଖ୍ୟା ଗଞ୍ଜାମ ଜିଲାରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ରାଜ୍ୟବାସୀଙ୍କୁ ବସନ୍ତ ପଞ୍ଚମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ...

ବଢ଼ିବାରେ ଲାଗିଛି କୋଭିଡ୍‌ ପଜିଟିଭ୍‌ ହାର; ଆଜି କେନ୍ଦୁଝରରୁ ସର୍ବାଧିକ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ପଜିଟିଭ୍‌ ହାର ଧିରେ ଧିରେ ବଢ଼ିବାରେ ଲାଗିଛି। ରବିିବାର ଚିହ୍ନଟ ହୋଇଥିବା ୨୩ ଓମିକ୍ରନ ସଂକ୍ରମିତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

Advertisement
Archives

Model This Week