ସୋସାଇଟି ଘରେ ସମ୍ପାଦକଙ୍କ ମଦର ଅସାର

ନିରାକାରପୁର,୨୮।୧(ମାନସ ଚନ୍ଦ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ସମବାୟ ସମିତି କାଶୀପୁର -୨ ସୋସାଇଟିର ସମ୍ପାଦକ ଗୌର ଗୋବିନ୍ଦ ପଟ୍ଟନାୟକ ଏବଂ ଆଉ ଜଣେ ବ୍ୟକ୍ତି ସୋସାଇଟି ଗୃହ ମଧ୍ୟରେ ଖୁଲମଖୁଲା ମଦପିଉଥିବା ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଏ ନେଇ ସମ୍ପାଦକଙ୍କ ପ୍ରତିକ୍ରିୟା ନେବାକୁ ଚାହିଁଥିଲେ ମଧ୍ୟ ପ୍ରତିକ୍ରିୟା ମିଳି ପାରିନାହିଁ ।

ଏନେଇ ଜଲା ଡିଆରସିସି ଅଳକା ଜେନାଙ୍କୁ ପଚାରିବାରେ ଏହାକୁ ନେଇ ତଦନ୍ତ ଚାଲୁ ରହିଛି ବୋଲିସେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆ ପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂ କିରୋସିନ…

ବନ୍ଧ ଖୋଳିବାକୁ ନେଇ ଉତ୍ତେଜନା: ଥାନାରେ ଏତଲା

ନନ୍ଦପୁର,୨୬ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତରେ ଚାଷ ଜମିରେ ଏକ ବନ୍ଧ ଖୋଳାକୁ ନେଇ କଦମଗୁଡା ଓ ଖତପୁଟ ଗ୍ରାମବାସୀଙ୍କ ମଧ୍ୟରେ…

ବିକାଶ ପାଇଁ ବିଶେଷଜ୍ଞ ଲୋଡ଼ା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରାଚୀନ କାଳରୁ କଳିଙ୍ଗ ଏକ ଐତିହ୍ୟ ସମ୍ପନ୍ନ ଓ ସମୃଦ୍ଧିଶାଳୀ ରାଜ୍ୟ ହିସାବରେ ନିଜକୁ ପ୍ରତିଷ୍ଠିତ କରିପାରିଥିଲା। ମଧ୍ୟଯୁଗରେ ଉତ୍କଳ…

ଉଦାରବାଦର ଛଳନା

ଚଳିତ ମାସରେ ”ଭାଜପାର ବଙ୍ଗଳା ତାଲିକାରେ କୌଣସି ମୁସଲମାନ ନାମ ସ୍ଥାନ ପାଇ ନାହିଁ“ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା। ଏହି ଖବରରେ କେତେ ଟିକେଟ…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ବଡ଼ ଅଘଟଣ, ଯନ୍ତ୍ରଣାରେ ଛଟପଟ ହୋଇ ମଇଦାନ ବାହାରକୁ ଗଲେ ଷ୍ଟାର ବ୍ୟାଟର୍‌

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ରେ ନିଜର ବ୍ୟାଟିଂ ଯାଦୁରେ ସମସ୍ତଙ୍କୁ ଚକିତ କରିଦେଇଥିବା ରାଜସ୍ଥାନ ରୟାଲ୍ସର ଷ୍ଟାର୍‌ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ଆହତ ହୋଇଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ରେ…

ଗଛରେ ପିଟିହେଲା ବାଇକ୍‌, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପୋଚିଲିମା ଛକ ନିକଟରେ ବାଇକ ଦୁର୍ଘଟଣାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଅନ୍ୟଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri