Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୧- ରାଜ୍ୟରେ ବୁଧବାର ୨୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଖ୍ୟା ୩,୨୭,୦୦୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୧ ଜଣ। ଅନୁଗୁଳରୁ ୩୦, ବଲାଙ୍ଗୀର ଓ ଖୋର୍ଦ୍ଧାରୁ ୧୭, ମୟୁରଭଞ୍ଜରୁ ୧୪, ବାଲେଶ୍ୱର ଓ ସମ୍ବଲପୁର ୧୩, କଟକ, କେନ୍ଦ୍ରାପଡ଼ା ଓ ଯାଜପୁରରୁ ୧୨, ନୂଆପଡ଼ାରୁ ୧୦, ଝାରୁସୁଗୁଡ଼ାରୁ ୯, ବରଗଡ଼ ଓ ଜଗତ୍‌ସିଂହପୁରରୁ ୭, କେନ୍ଦୁଝରରୁ ୬, ଦେଓଗଡ଼ରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୨, ଭଦ୍ରକ, ନୟାଗଡ଼ ଓ ରାୟାଗଡ଼ାରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିସାରା ହୋଟେଲରେ ଥିଲେ ମନୀଷ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସ (୩୦)ଙ୍କ ମୃତଦେହ ମିଳିବା...

କରୋନାକୁ ହରାଇ ପୁଣିଥରେ କାର୍ଯ୍ୟରେ ଯୋଗଦେଲେ ଏହି ଯୋଦ୍ଧା: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୯।୭ : କର୍ତ୍ତବ୍ୟ ଆଗରେ ସବୁ କିଛି ହାର ମାନିଛି। ଏହାର ଏକ ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବାଣପୁରର ଜଣେ...

ଶୋଇଥିବା ବେଳେ ପୁଅକୁ ହାଣି ହତ୍ୟାକଲେ ମା’

ଖଲ୍ଲିକୋଟ,୧୮ା୬(ଡି.ଏନ.ଏ)- ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଚିକିଲି ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବାବେଳେ ପୁଅକୁ ହତ୍ୟା କରି...

ରଞ୍ଜନ କୁମାର ଦାସ ସଂସ୍କୃତି ବିଭାଗ ଭାରପ୍ରାପ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ...

ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ...

ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ...

ଅନନ୍ତ କୋଇଲା ଖଣିରେ ଦୁର୍ଘଟଣା: ଜଣେ କର୍ମଚାରୀ ମୃତ

ତାଳଚେର,୩।୫(ନି.ପ୍ର.): ଅନୁଗୋଳ ଜିଲାରେ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ରବିବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଖଣି କର୍ମଚାରୀଙ୍କର ମୃତ୍ୟୁ ଘଟିଛି। ମୃତକ...

ମହାନଗର କମିଶନର, ଇଓଙ୍କୁ ଚିଠି ଲେଖିଲା ନଗର ଉନ୍ନୟନ ବିଭାଗ: ୩ ଦିନରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ସହାୟତା ରାଶି ଦିଅ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ରାଜ୍ୟର ସମସ୍ତ ମହାନଗର ନିଗମ, ମ୍ୟୁନିସିପାଲିଟି ଏବଂ ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ଥିବା ସମସ୍ତ ଚିହ୍ନଟ ଓ ପଞ୍ଜୀକୃତ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆସନ୍ତା ୩...

Advertisement


Archives

Model This Week