Posted inରାଜ୍ୟ

ରାଜ୍ୟରେ ୨୮୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୭।୧- ରାଜ୍ୟରେ ଗୁରୁବାର ୨୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୯୦ରେ ପହଞ୍ଚିଛି। ବଲାଙ୍ଗୀର ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୦ ଜଣ। ସୁନ୍ଦରଗଡ଼ରୁ ୩୪, ମୟୁରଭଞ୍ଜରୁ ୨୬, ନୂଆପଡ଼ାରୁ ୨୨, ବରଗଡ଼ରୁ ୧୮, ଅନୁଗୁଳ, ବାଲେଶ୍ୱର ଓ ସମ୍ବଲପୁରରୁ ୧୬, ଯାଜପୁର ଓ କେନ୍ଦୁଝରରୁ ୧୪, ଖୋର୍ଦ୍ଧାରୁ ୧୨, କଳାହାଣ୍ଡିରୁ ୮, କଟକରୁ ୭, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ୬, ବୌଧ,ଦେଓଗଡ଼, ଢ଼େଙ୍ଗାନାଳ ଓ ଝାରୁସୁଗୁଡ଼ାରୁ ୫, ଗଞ୍ଜାମ, ଜଗତ୍‌ସିଂହପୁର, ନବରଙ୍ଗପୁର ଓ ରାୟାଗଡ଼ାରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri