ପୁଣି ରାଜ୍ୟରେ ୫୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୮୫୧ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୪, ବୌଦ୍ଧରୁ ୧, କଟକରୁ ୩, ଗଞ୍ଜାମରୁ୧, ଜଗତ୍‌ସିଂହପୁରରୁ୨, ଝାରସୁଗୁଡ଼ାରୁ ୧, ଖୋର୍ଦ୍ଧାରୁ ୨୬, ନୟାଗଡ଼ରୁ୨, ନୂଆପଡ଼ାରୁ ୧, ସମ୍ବଲପୁରରୁ ୧, ସୁନ୍ଦରଗଡ଼ରୁ ୨ ଓ ଷ୍ଟେଟ୍‌ ପୁଲ୍‌ରୁ ୭ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍‌ ଡେଭିଡ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଝାରସୁଗୁଡା ଅଫିସ,୧୪।୪: କରୋନା ମୁକାବିଲା ପାଇଁ ଝାରସୁଗୁଡ଼ାସ୍ଥିତ ସେଣ୍ଟ୍‌ ଡେଭିଡ ସିଏନ୍‌ଆଇ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା...

ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ୪ ଦିନିଆ ରିମାଣ୍ଡ ଅବଧି ଗୁରୁବାର ସରିଛି।...

ସୋଲାର ଗନ୍‌ ଶତ୍ରୁଙ୍କୁ ଚିହ୍ନଟ କରି ନିପାତ କରିବ…

ନୂଆଦିଲ୍ଲୀ,୨୪।୧୦: ଏଲ୍‌ଓସିରେ ପାକିସ୍ତାନ ଏବଂ ଏଲ୍‌ଏସିରେ ଚାଇନା ଭାରତ ପାଇଁ ସମସ୍ୟା ସୃଷ୍ଟି କରିବା ଜାରି ରଖିଛନ୍ତି। ତେବେ ଏଣିକି ସୀମାକୁ ସୁରକ୍ଷିତ ରଖିବା ସହଜ...

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ

ଆସିକା,୩୦ା୫(ଡି.ଏନ୍‌.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ...

ଟିକାକରଣରେ ହିମାଚଳ ପ୍ରଦେଶ ଚାମ୍ପିୟନ, ପ୍ରଧାନମନ୍ତ୍ରୀ ଜଣାଇଲେ ଅଭିନନ୍ଦନ…

ନୂଆଦିଲ୍ଲୀ,୬।୯: କରୋନା ମହାମାରୀ ଲଢ଼େଇରେ ହିମାଚଳ ପ୍ରଦେଶ ନୂଆ ଇତିହାସ ସୃଷ୍ଟି କରିଛି। ଶତ ପ୍ରତିଶତ ଟିକାକରଣ ଅଭିଯାନ ରାଜ୍ୟରେ ସଫଳ ହୋଇଛି। ରାଜ୍ୟର ସମସ୍ତଙ୍କୁ...

ତାଲିକା ଧରି କୋଲକାତା ଗଲା ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି।...

ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟକରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୨୫।୪( ଡି.ଏନ୍‌.ଏ.): ଜାତୀୟ ପଞ୍ଚାୟତିରାଜ ଦିବସରେ ଶୁକ୍ରବାର ୩ଟି ବିଭାଗରେ ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଏ ନେଇ...

କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ

ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର...

Advertisement
Archives

Model This Week