Posted inଜାତୀୟ

ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀରେ ଷ୍ଟେଶନରେ ଖଲିସ୍ତାନ ସମର୍ଥନ ଲେଖା…

ନୂଆଦିଲ୍ଲୀ,୨୭।୮ : ଜି -୨୦ ଶିଖର ସମ୍ମିଳନୀ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଯେଉଁଠାରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି ମଧ୍ୟ ଏଥିରେ ସାମିଲ ହେବେ।

ରାଜଧାନୀ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ପୂର୍ବରୁ ପାଞ୍ଚରୁ ଅଧିକ ମେଟ୍ରୋ ଷ୍ଟେଶନରେ ପ୍ରୋ-ଖାଲିସ୍ତାନ ସ୍ଲୋଗାନ ଲେଖାଯାଇଛି। ଏ ସମ୍ପର୍କରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଉଛି। ଦିଲ୍ଲୀ ପୋଲିସ ବର୍ତ୍ତମାନ ପର୍ଯ୍ୟନ୍ତ ଏହି ସ୍ଲୋଗାନଗୁଡ଼ିକୁ ଲିଭାଇ ଦେଇଛି।

ଦିଲ୍ଲୀର ପାଞ୍ଚରୁ ଅଧିକ ମେଟ୍ରୋ ଷ୍ଟେଶନରେ ଖାଲିସ୍ତାନ ସମର୍ଥକ ସ୍ଲୋଗାନ ଲେଖିବା ପ୍ରସଙ୍ଗରେ ‘ଶିଖ ଫର ଜଷ୍ଟିସ’ ସଂଗଠନ ଏହି ଭିଡିଓ ଜାରି କରିଛି। ଏହି ସଂଗଠନ ସୋସିଆଲ ମିଡିଆରେ ଏହି ଭିଡିଓ ବିସ୍ତାର କରି ଭାରତର ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବା ପାଇଁ ଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

ବିଦେଶୀ ମଦ ଦୋକାନ ବନ୍ଦ ଦାବି: ଉପଜିଲାପାଳ କାର୍ଯ୍ୟାଳୟ ଘେରାଉ

ବୀରମହାରାଜପୁର, ୧୦/୯ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ନୁଆଁପଡ଼ାଠାରେ ଥିବା ବିଦେଶୀ ମଦ ଦୋକାନ ବନ୍ଦ ଦାବିରେ ମହିଳାମାନେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri