୪ର୍ଥ ପର୍ଯ୍ୟାୟରେ ୬ ଜିଲାରେ ୨୮୬ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲାର ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି।

ଏଥିରେ ଖୋର୍ଦ୍ଧା ଜିଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ।

ସୂଚନାଯୋଗ୍ୟ, ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସମ୍ପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri