Posted inଖେଳ

ଆଇପିଏଲର ୫୫ତମ ମ୍ୟାଚରେ ଧୋନି-ଓ୍ବାର୍ନର ଲଢ଼େଇ, ଡିସି ପାଇଁ କର ବା ମର ସ୍ଥିତି…

ବେଙ୍ଗାଲୁରୁ,୧୦।୫ : ଆଇପିଏଲ ୨୦୨୩ର ୫୫ତମ ମ୍ୟାଚ ବୁଧବାର ଖେଳାଯିବ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ । ଗୋଟିଏ ପଟେ କ୍ୟାପଟେନ ଏମଏସ ଧୋନିଙ୍କ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଏବଂ ଅନ୍ୟ ପଟେ କ୍ୟାପଟେନ ଢେଭିଡ ୱାର୍ନରଙ୍କ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ଅଛି। ଚେନ୍ନାଇ ବିଷୟରେ କହିବାକୁ ଗଲେ ଦଳ ଏକ ଭଲ ଖେଳ ପ୍ରଦର୍ଶନ କରି ବିପଦରୁ ବାହାରିଛି। ଅନ୍ୟପକ୍ଷରେ, ଦିଲ୍ଲୀ ଦଳକୁ ନିଜର ପ୍ରତ୍ୟେକ ମ୍ୟାଚ ଜିତିବାକୁ ପଡିବ। ଯଦି ଦିଲ୍ଲୀ ଆଜି ଜିତିବ ନାହିଁ, ତେବେ ଆଇପିଏଲ୨୦୨୩ ରୁ ବାହାରେ ରହିବ।

ଚେନ୍ନାଇର ପିଚ ସର୍ବଦା ସ୍ପିନରଙ୍କୁ ସଫଳତା ପ୍ରଦାନ କରିଥାଏ। ଏଠାରେ ବ୍ୟାଟିଂ କରିବା କଷ୍ଟକର। ଧୋନି ମଧ୍ୟ ସେହି ଅନୁଯାୟୀ ତାଙ୍କ ଦଳ ସ୍ଥିର କରିଛନ୍ତି।

ଚେନ୍ନାଇ ସୁପର କିଙ୍ଗ୍ସର ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ଋତୁରାଜ ଗାଇକୱାଡ, ଡିଭନ କନୱେ, ଅଜିଙ୍କ୍ୟ ରାହାନେ, ଶିବମ ଦୁବେ, ମୋଇନ ଅଲି, ରବିନ୍ଦ୍ର ଜାଡେଜା, ଏମ.ଏସ ଧୋନି (କ୍ୟାପେଟନ/ଓ୍ବିକେଟ କିପର), ଦୀପକ ଚହର, ମହେଶ ଥିଶାନା, ମାଥିଶା ପାଥିରାନା, ତୁଷାର ଦେଶପାଣ୍ଡେ ପ୍ରମୁଖ ଅଛନ୍ତି।

ସେହିପରି ଦିଲ୍ଲୀ କ୍ୟାପିଟାଲ୍ସର ସମ୍ଭାବ୍ୟ ପ୍ଲେଇଙ୍ଗ ୧୧ରେ ଡେଭିଡ ୱାର୍ଣ୍ଣର (କ୍ୟାପେଟନ), ଫିଲ ସଲ୍ଟ(ଓ୍ବିକେଟ କିପର), ମିଚେଲ ମାର୍ଶ, ରେଲି ରୋସୋ, ମନୀଷ ପାଣ୍ଡେ, ଅକ୍ଷର ପଟେଲ, ଅମାନ ଖାନ, କୁଲଦୀପ ଯାଦବ, ମୁକେଶ କୁମାର, ଇଶାନ୍ତ ଶର୍ମା, ଖାଲିଲ ଅହମ୍ମଦ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri