୮୩ ମିନିଟର ଭାଷଣରେ ଦେଶ ବିକାଶଠାରୁ ଆରମ୍ଭ କରି ବିରୋଧୀଙ୍କୁ ଟାର୍ଗେଟ…

ନୂଆଦିଲ୍ଲୀ, ୧୫।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲାଲ କିଲ୍ଲାରୁ ନବମ ଥର ପାଇଁ ଦେଶକୁ ସମ୍ବୋଧିତ କରିଛନ୍ତି। ୭୬ ତମ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ଲାଲ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ୮୩ ମିନିଟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ନିଜ ଭାଷଣରେ ପ୍ରଧାନମନ୍ତ୍ରୀ ଦେଶ ବିକାଶଠାରୁ ଆରମ୍ଭ କରି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

ଏହାପୂର୍ବରୁ, ୨୦୨୧ରେ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ୮୮ ମିନିଟ ଭାଷଣ ଦେଇଥିଲେ। ୨୦୧୪ ରେ, ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ୧୬୫ ମିନିଟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ।

୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୬ ମିନିଟର ଭାଷଣ ଦେଇ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡ ଭାଙ୍ଗିଥିଲେ। ନେହେରୁ ୧୯୪୭ରେ ଲାଲ୍‌ କିଲ୍ଳାରୁ ୭୨ ମିନିଟର ଲମ୍ବା ଭାଷଣ ଦେଇଥିଲେ।

ପ୍ରଧାନମନ୍ତ୍ରୀ ବର୍ତ୍ତମାନ ପର୍ଯ୍ୟନ୍ତ ଲାଲ୍‌ କିଲ୍ଲାରୁ ନଅ ଥର ଦେଶକୁ ସମ୍ବୋଧିତ କରିଛନ୍ତି। କେବଳ ଥରେ ସେ ଏକ ଘଣ୍ଟାରୁ କମ ସମୟ ପାଇଁ ଦେଶକୁ ସମ୍ବୋଧିତ କରିଥିଲେ। ୨୦୧୭ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଏକ ଘଣ୍ଟାରୁ କମ ୫୬ ମିନିଟ ଲମ୍ବା ଥିଲା । ଏହା ହେଉଛି ତାଙ୍କର ସବୁଠାରୁ ଛୋଟ ଭାଷଣ ।

ସେହିପରି ପ୍ରଧାନମନ୍ତ୍ରୀ ୨୦୧୬ରେ ୯୬ ମିନିଟ, ୨୦୧୮ରେ ୮୨ ମିନିଟ, ୨୦୧୯ ରେ ୯୩ ମିନିଟ, ୨୦୨୦ ରେ ୮୬ ମିନିଟର ଭାଷଣ ଲାଲ୍‌ କିଲ୍ଲାରୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?