ମେଜର-ବାନ୍ଧବୀଙ୍କ ନିର୍ଯାତନା ମାମଲାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ତଦନ୍ତକୁ ନେଇ…

ଭୁବନେଶ୍ୱର,୫ା୨: ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ ତଦନ୍ତ ବୁଧବାର ଶେଷ ହୋଇଛି। ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ତଦନ୍ତ ଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଷ୍ଟିସ ସି.ଆର ଦାଶ କମିଶନଙ୍କ ସଚିବ ଶୁଭେନ୍ଦ୍ର ମହାନ୍ତି। ଆସନ୍ତା ୨୮ ତାରିଖ ସୁଦ୍ଧା ସରକାରଙ୍କୁ ରିପୋର୍ଟ ଦିଆଯିବ। ମିଳିଥିବା ସାକ୍ଷ୍ୟ ପ୍ରମାଣ ଆଧାରରେ ଏହି ରିପୋର୍ଟ ଦିଆଯିବ।

ଶୁଭେନ୍ଦ୍ର କହିଛନ୍ତି, କମିଶନଙ୍କ ଅବଧି ଜାନୁଆରୀ ୩୧ ଯାଏ ଧାର୍ଯ୍ୟ ଥିଲା।  ଆଜି ବାନ୍ଧବୀ ଏବଂ ତାଙ୍କ ଓକିଲ ଅଭିଯୁକ୍ତ ପୋଲିସ ଏବଂ ସାକ୍ଷୀ ଥିବା ମୋଟ ୩୫ ଜଣଙ୍କୁ ଜେରା କରିବାର ଥିଲା। ମେଜରଙ୍କ ବାନ୍ଧବୀଙ୍କ ଓକିଲ ଆସନ୍ତା ୧୫ ଯାଏ ସମୟ ମାଗିଥିଲେ। କମିଶନଙ୍କ ନିକଟରେ ଆଉ ସମୟ ନ ଥିବାରୁ ତଦନ୍ତକୁ ଶେଷ କରିଛନ୍ତି।

ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୧୪ ରାତିରେ ଭରତପୁର ଥାନା ଅଞ୍ଚଳରେ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଅଭିଯୋଗ ପାଇଁ ଉଭୟ ଥାନାରେ ଥାନାରେ ପହଞ୍ଚିଲା ପରେ ପୋଲିସ ସେମାନଙ୍କ ସହ ଯୁକ୍ତିତର୍କ କରିଥିଲା। ପରେ ଏହାକୁ ନେଇ ସରକାର  ତଦନ୍ତ କମିଶନ ବସାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri