ଗଞ୍ଜାମ ସହରରେ ୮ କରୋନା ଆକ୍ରାନ୍ତ, ୪ ସୁସ୍ଥ

ଗଞ୍ଜାମ,୧୦।୭(ଡି.ଏନ୍‌.ଏ.): ମହାମାରୀ କରୋନା ଦୀର୍ଘ ପାଞ୍ଚ ମାସରୁ ଊର୍ଦ୍ଧ୍ୱ ସମୟ ସାରା ରାଜ୍ୟ ଆତଙ୍କ ସୃଷ୍ଟି କରିଛି। ବିଶେଷ ଭାବେ ଗଞ୍ଜାମ ଜିଲାକୁ ଅତ୍ୟଧିକ ପ୍ରବାସୀ ଫେରିବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି l ଜିଲାର ପ୍ରମୁଖ ସହର ଭାବେ ପରିଗଣିତ ହେଉଥିବା ଗଞ୍ଜାମ ସହର ମଧ୍ୟ ଏଥିରୁ ବାଦ୍‌ ଯାଇନି l ଗତ ୪ ତାରିଖରୁ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ରେ ପହଞ୍ଚିଛି l ସେଥିମଧ୍ୟରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତିl ଏହାର ମୁକାବିଲା ନିମନ୍ତେ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ, ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଏସ୍‌ଆଇ ଶ୍ରୀଚନ୍ଦନ ବେହେରା, ସେକେଣ୍ଡ ଅଫିସର ସୁକାନ୍ତ ପ୍ରଧାନ ପ୍ରମୁଖ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ନେଇ ସରପଞ୍ଚଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମୀକ୍ଷା କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୧୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଜିଲାରେ ୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ...

ସିଲ୍‌ ହେଲା ଆଉ ୨ ସିନେମା ହଲ୍‌

ପାରଳାଖେମୁଣ୍ଡି, ୧୦।୪(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ୨ଟି ସିନେମା ହଲ୍‌କୁ ଶନିବାର ସିଲ୍‌ କରିଛି ପ୍ରଶାସନ। ଜୟ ମା’ ଓ ଲକ୍ଷ୍ମୀ ସିନେମା ହଲ୍‌କୁ ଅନିର୍ଦ୍ଦିିଷ୍ଟ...

କୋର୍ଟ ଭ୍ୟାନ-ଟ୍ରକ ଧକ୍କା: କଏଦୀ, ୪ ପୋଲିସ କର୍ମଚାରୀ, ଚାଳକ ଗୁରୁତର

ରସୁଲପୁର,୬।୪(ଡିଏନଏ): କରୋନା କଟକଣା ପାଇଁ ଚାରିଆଡ ଶୂନଶାନ ରହିଛି। ଏହାସତ୍ତ୍ୱେ ଜଣେ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ି ଚାଳନା ଓ ରାସ୍ତା ନିୟମ ଉଲ୍ଲଂଘନ ଯୋଗୁ...

ଅଧିକାରୀଙ୍କୁ ତାଲା ପକାଇଲେ ହିତାଧିକାରୀ

ଯୋଡା,୧୧୭।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ ଚମକପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ହିତାଧିକାରୀମାନେ ସେମାନଙ୍କର ୪ମାସର ବକେୟା ଭତ୍ତା ନ ପାଇ ପଞ୍ଚାୟତ ନିର୍ବାହୀ...

ପର୍ଯ୍ୟଟକଙ୍କ ଅପେକ୍ଷାରେ କୁଲଡିହା

ନୀଳଗିରି, ୨୪ା୧୦(ସ୍ବ.ପ୍ର.): ନଭେମ୍ବର ୧ରୁ ଖୋଲିବ ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ। ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ଲାଗି ଏବେଠୁ ସଜେଇ ହେଲାଣି।...

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି।...

ମା’ବାପ୍‌ ଛେଉଁଡ୍‌ ପିରବତୀକୁଁ ଘାରୁଛେ ପଢ଼ା ଚିନ୍‌ତା

କଣ୍ଟାବାଞ୍ଜି, ୩୦।୧ (ଡି.ଏନ୍‌.ଏ)- ସରକାର ‘ସଭେ ପଢ଼ୁନ୍‌ ସଭେ ବଢ଼ୁନ୍‌’ ନାରା ଦେଉଛନ୍‌। ଛାତ୍ରୀଛାତ୍ରକଁର ଲାଗି ବି ଅନେକ ଯୋଜନା କାଯ୍‌କାରୀ କରି କୋଟି କୋଟି...

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ...

Advertisement
Archives

Model This Week