Posted inଖେଳ

ଡେଥ୍‌ ଓଭରରେ ପାକିସ୍ତାନ ବୋଲରଙ୍କ ଲାଇନ୍‌, ଲେନ୍ଥ ବିଗାଡ଼ି ଦେଲେ

ଦୁବାଇ,୨୯।୧୦: ପାକିସ୍ତାନର ଘାତକ ବୋଲରମାନେ ଟସ୍‌ ଜିତି ବ୍ୟାଟିଂ କରିଥିବା ଆଫଗାନିସ୍ତାନ ଦଳର ବିପର୍ଯ୍ୟୟ ଘଟାଇଥିଲେ। ଦଳ ଏକଦା ୧୨.୫ ଓଭରରେ ୭୬/୬ ଉଇକେଟ ହରାଇ ସାରିଥିଲା। ଏଭଳି ସଙ୍କଟଜନକ ସ୍ଥିତିରେ ଅଧିନାୟକ ମହମ୍ମଦ ନବି ଓ ଗୁଲବଦିନ ନାଏବଙ୍କ ଯୋଡ଼ି ଡେଥ୍‌ ଓଭରରେ ପାକିସ୍ତାନ ବୋଲରଙ୍କୁ କ୍ଷମା ଦେଇ ନ ଥିଲେ। ଦୁହେଁ ୭ମ ଉଇକେଟ ପାଇଁ ଯୋଡ଼ି ଥିଲେ ୭୧ ରନ୍‌। ତାହା ପୁଣି ୪୩ ବଲରେ। ଡେଥ ଓଭରରେ ପାକିସ୍ତାନ ବୋଲରଙ୍କୁ ଦୁହେଁ ୯ ଚୌକା ଓ ଏକ ଛକା ଲଗାଇଥିଲେ। ଦୁଇ ବ୍ୟାଟରଙ୍କ ପାଇଁ ଆଫଗାନିସ୍ତାନ (୬/୧୪୭) ସମ୍ମାନଜନକ ସ୍କୋରରେ ପହଞ୍ଚି ପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଗାତର ୪ର୍ଥ ପରାଜୟ ପରେ ଏମିତି କହିଲେ ଜାଡେଜା

ମୁମ୍ବାଇ,୧୦।୪: ଆଇପିଏଲ୍‌ ୨୦୨୨ରେ ଚେନ୍ନାଇ ସୁପରକିଙ୍ଗ୍ସ ନିଜର ନେତୃତ୍ୱ ପରିବର୍ତ୍ତନ କରିଥିଲା। ଏହାପରଠାରୁ ଦଳ ଟୁର୍ନାମେଣ୍ଟରେ ଖରାପ ପ୍ରଦର୍ଶନ କରିଆସୁଛି। ବର୍ତ୍ତମାନ ଯାଏ ଦଳ ୪...

୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ: ପୂଜାଙ୍କୁ ରୌପ୍ୟ

ବୁଦାପେଷ୍ଟ,୨।୧୧- ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପରେ ଭାରତ ପାଇଁ ପୂଜା ଗେହଲଟ (୫୩ କେଜି) ଦ୍ୱିତୀୟ ରୌପ୍ୟ ପଦକ ହାସଲ...

ଯୁବରାଜଙ୍କୁ ଗମ୍ଭୀରଙ୍କ ସମର୍ଥନ: କହିଲେ ‘ପ୍ରଶଂସକ ତାଙ୍କୁ ଖେଳୁଥିବା ଦେଖିବାକୁ ଚାହୁଁଛନ୍ତି, ପଞ୍ଜାବରୁ କାହିଁକି ନୁହେଁ’

ନୂଆଦିଲ୍ଲୀ,୧୨।୯: ଭାରତୀୟ କ୍ରିକେଟ ଦଳର ପୂର୍ବତନ ମହାନ ଅଲରାଉଣ୍ଡର ଯୁବରାଜ ସିଂ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଜାଡେଜା ନମ୍ବର ଓ୍ବାନ ଟେଷ୍ଟ ଅଲ୍‌ରାଉଣ୍ଡର

ଦୁବାଇ, ୨୪ା୬ (ପି.ଟି.)-ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଓ୍ବେଷ୍ଟଇଣ୍ଡିଜର ଜାସନ ହୋଲ୍‌ଡରଙ୍କୁ ହଟାଇ ଭାରତର ରବୀନ୍ଦ୍ର ଜାଡେଜା ବିଶ୍ୱର ନମ୍ବର ଓ୍ବାନ ଅଲ୍‌ରାଉଣ୍ଡର ହୋଇଛନ୍ତି।...

ଆଇପିଏଲ୍‌ରେ ବଡ଼ ରେକର୍ଡ କଲେ ଏହି ବୋଲର୍‌

ମୁମ୍ବାଇ,୧।୪: ଚେନ୍ନାଇ ସୁପର କିଙ୍ଗ୍ସର ଷ୍ଟାର ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଆଇପିଏଲରେ ଇତିହାସ ସୃଷ୍ଟି କରିଛନ୍ତି। ୩୮ ବର୍ଷୀୟ ବ୍ରାଭୋ ଆଇପିଏଲ ଇତିହାସରେ ସର୍ବାଧିକ ଉଇକେଟ...

୨୦୩୬ ଅଲିମ୍ପିକ୍ସ ଭାରତରେ !

ଅହମ୍ମଦାବାଦ,୯।୧୦: ୨୦୩୬ ସମର ଅଲିମ୍ପିକ୍ସ ଭାରତରେ ଆୟୋଜିତ ହୋଇପାରେ। ଏହି ଅଲିମ୍ପିକ୍ସ ଆୟୋଜନ ଅଧିକାର ହାସଲ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି) ସହ...

ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା...

ରାମଭକ୍ତ ପାକିସ୍ତାନୀ କ୍ରିକେଟର

ଇସଲାମାବାଦ: ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରିବାକୁ ପାକିସ୍ତାନୀ କ୍ରିକେଟର ଚାହୁଁଛନ୍ତି। ପାକିସ୍ତାନ ଜାତୀୟ ଟିମ୍‌ ପକ୍ଷରୁ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିସାରିଥିବା ଦାନିଶ୍‌ କାନେରିଆ ଏଭଳି ଇଛା...

Advertisement
Archives

Model This Week