Advertisement
Posted inଜାତୀୟ

ସନ୍ଧ୍ୟାରେ ଭାଜପାର କୋର କମିଟି ବୈଠକ, ଉପନିର୍ବାଚନ ପାଇଁ ଦଳ କାହାକୁ କରିବ ପ୍ରାର୍ଥୀ ହେବ ଆଲୋଚନା

ଲକ୍ଷ୍ନୌ,୯।୧୧: ଡିସେମ୍ବର ୫ରେ ମେନପୁରୀ ଲୋକସଭା ଏବଂ ରାମପୁର ବିଧାନସଭା ଉପନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବୁଧବାର କୋର କମିଟି ବୈଠକ ବସିବ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଥୁରା ଗସ୍ତରୁ ଫେରିବା ପରେ ବୁଧବାର ସନ୍ଧ୍ୟାରେ ଆଦିତ୍ୟନାଥଙ୍କ ସରକାରୀ ବାସଭବନ ୫ କାଲିଦାସ ମାର୍ଗରେ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟ ସଭାପତି ଭୁପେନ୍ଦ୍ର ଚୌଧୁରୀ, ସଂଗଠନର ସାଧାରଣ ସମ୍ପାଦକ ଧରମପାଲ ସିଂ ଏବଂ ଉଭୟ ଉପମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ଜଣାପଡିଛି। ବୈଠକରେ ମେନପୁରୀ ଲୋକସଭା ଏବଂ ରାମପୁର ବିଧାନସଭା ଆସନରୁ ଦଳ କାହାକୁ ପ୍ରାର୍ଥୀ କରିବ ସେନେଇ ଆଲୋଚନା ହେବ। ତେବେ ଦଳ ମେନପୁରୀ ଲୋକସଭା ଆସନରୁ ଅପର୍ଣ୍ଣା ଯାଦବଙ୍କୁ ପ୍ରାର୍ଥୀ କରିପାରେ ବୋଲି କୁହାଯାଉଛି। ହେଲେ ଏହାକୁ ନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଜଣଙ୍କର ବି ମୃତ୍ୟୁ ଦୁଃଖଦାୟକ: ମୋଦି

ନୂଆଦିଲ୍ଲୀ,୧୬।୬: ବିଶ୍ୱ ପାଇଁ ଏବେବି ଚିନ୍ତାର କାରଣ ପାଲଟିଛି କରୋନା ସଂକ୍ରମଣ। ଦେଶରେ ୨୪ ଘଣ୍ଟାରେ ୧୦ ହଜାରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା...

୧୧୩ ଦିନର କରୋନା ଲଢେଇରେ ଜିତିଲେ ବୃଦ୍ଧ

ଅହମ୍ମଦାବାଦ, ୧୮।୧୨-କରୋନାକୁ ହରାଇଛନ୍ତି ଜଣେ ବୃଦ୍ଧ। ଦୀର୍ଘ ୧୧୩ ଦିନ ଧରି କରୋନା ସହ ଲଢେଇ କରି ବୃଦ୍ଧ ଜଣକ ସୁସ୍ଥ ହୋଇ ଫେରିଛନ୍ତି ଘରକୁ...

ଜୁଲାଇ ୧୭ରେ ଭାରତ-ଚାଇନା ସେନା କମାଣ୍ଡରଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧୩।୭: ପୂର୍ବ ଲଦାଖ ନିକଟବର୍ତ୍ତୀ ଏଲଏସିରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଜୁଲାଇ ୧୭ରେ ଦୁଇ ଦେଶର ସେନା କମାଣ୍ଡରମାନେ ଏକ...

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର...

ପାକ୍‌ ସେନା ଗୁଳିରେ ମହିଳା ମୃତ

ଶ୍ରୀନଗର,୨୫-୧୦ (ପି.ଟି.):ଏଲ୍‌ଓସି ଅନ୍ତର୍ଗତ ଜମ୍ମୁ-କଶ୍ମୀରର ତଙ୍ଗଧର ସେକ୍ଟରରେ ପାକିସ୍ତାନ ସେନାର ଗୁଳିମାଡ଼ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପାକିସ୍ତାନୀ ସୈନ୍ୟଙ୍କ...

ଦିଲ୍ଲୀର ଏମ୍‌ପି ଆସନ ସଂଖ୍ୟାକୁ ନେଇ ଟ୍ରୋଲ୍‌ ହେଲେ ଶାହା

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଏମିତି ଏକ ଟୁଇଟ୍‌ କରିଛନ୍ତି ଯାହାକୁ ନେଇ ସେ ଏବେ ଟ୍ରୋଲ୍‌ ହୋଇଛନ୍ତି। ଦିଲ୍ଲୀ...

ଭାରତର ସବୁଠୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ

ନୂଆଦିଲ୍ଲୀ, ୨୧।୫: ଟିଆରଏ ରିସର୍ଚ୍ଚ ପକ୍ଷରୁ ଭାରତର ସବୁଠାରୁ ଭରସାଯୋଗ୍ୟ ସେଲିବ୍ରିଟିଙ୍କ ତାଲିକା ପ୍ରକାଶ ପାଇଛି। ଖେଳ, ସିନେମା ଏବଂ ବିଜନେସ୍‌ର ୩୯ଜଣ ସେଲିବ୍ରିଟି ଏହି...

ଆଉ ଗୋଟିଏ ଦିନପରେ ୧୮ ଲକ୍ଷ ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଉ ଗୋଟିଏ ଦିନ ପରେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ଛୁଇଁବାର ଆଶଙ୍କା ଥିବା...

Advertisement
Archives

Model This Week