ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବଙ୍କ ଖବରଦାତା ସମ୍ମିଳନୀ: ରାଜ୍ୟରେ ବଢ଼ିବ କି ଲକ୍‌ଡାଉନ୍‌

ଭୁବନେଶ୍ୱର,୩୦।୫: ରବିବାର ସଂଧ୍ୟା ୬.୩୦ରେ କରୋନା ଜନିତ କିଛି ବଡ଼ ଘୋଷଣା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କରିପାରନ୍ତି । ତେବେ ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ ସୋମବାର ଶେଷ ହେବାକୁ ଯାଉ ଥିବା ବେଳେ ଲକ୍‌ଡାଉନ କି କରୋନା ସ୍ଥିତି ନେଇ ସେ କିଛି ଘୋଷଣା କରିପାରନ୍ତି ।
ଓଡ଼ିଶାରେ କରୋନା ସଂକ୍ରମଣ ସାମାନ୍ୟ କମିଛି । ହେଲେ ଏଥିରେ ଉତ୍ସାହିତ ହୋଇ ଢିଲା ହେବାର ସମୟ ଏହା ନୁହେଁ। ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞମାନେ କହୁଛନ୍ତି । ତେବେ ସଂକ୍ରମଣ ହାର ୫ ପ୍ରତିଶତକୁ ନ ଖସିବା ପର୍ଯ୍ୟନ୍ତ ରାଜ୍ୟରେ କଟକଣାକୁ କୋହଳ କରିବା ଠିକ୍‌ ହେବ ନାହିଁ । ଏପିରିକ ରାଜ୍ୟରେ ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ତେଣୁ ଜୁନ ପହିଲାରେ ଶେଷ ହେଉଥିବା ଲକଡାଉନ ଅବଧିକୁ ବଢ଼ାଇବାକୁ ପଡିବ । ତେବେ କରୋନା ସଂକ୍ରମଣ ଚେନ୍‌ରେ ବ୍ରେକ ଲାଗି ପାରିବ ବୋଲି ବିଶେଷଜ୍ଞମାନେ ମତ ରଖୁଛନ୍ତି । ତେଣୁ ଜୀବନ ସହ ଜୀବିକାକୁ ମଧ୍ୟ ଗୁରୁତ୍ୱ ଦେଇ ବିଭିନ୍ନ ଦିଗରେ ବିଚାର କରୁଛନ୍ତି ରାଜ୍ୟ ସରକାର। ସମ୍ଭବତଃ ଯେଉଁ ଜିଲାଗୁଡ଼ିକରେ ବର୍ତ୍ତମାନ ସଂକ୍ରମଣ ଦ୍ରୁତ ହାରରେ ଖସୁଛି କିମ୍ବା ପଜିଟିଭ ହାର ୧୦% ପାଖାପାଖି ଅଛି, ସେଠାରେ ଲକଡାଉନ କଟକଣା ସାମାନ୍ୟ କୋହଳ ହୋଇପାରେ ବୋଲି ସୂଚନା ରହିଛି ।
ତେଣୁ ମୁଖ୍ୟ ଶାସନ ସଚିବଙ୍କ ଖବରଦାତା ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri