କରୋନା ମହାମାରୀର ପ୍ରଥମ ବର୍ଷରେ ୩୦ ଲକ୍ଷରୁ ଅଧିକ ଭାରତୀୟ ଶିଶୁ ସମୟ ପୂର୍ବରୁ ହୋଇଛନ୍ତି ଜନ୍ମ…

ନୂଆଦିଲ୍ଲୀ/ଜେନେଭା,୧୦।୫ : କରୋନାର ପ୍ରଥମ ବର୍ଷରେ ଭାରତରେ ୩୦ ଲକ୍ଷରୁ ଅଧିକ ଶିଶୁ ସମୟ ପୂର୍ବରୁ ଜନ୍ମ ହୋଇଥିଲେ। ୨୦୨୦ ମସିହାରେ, ସମଗ୍ର ବିଶ୍ୱରେ ପ୍ରାୟ ୧୩.୪୦ କୋଟି ପିଲା ସମୟ ପୂର୍ବରୁ ଜନ୍ମ ହୋଇଥିଲେ। ସେମାନଙ୍କୁ ଅପରିପକ୍ୱ ଶିଶୁ କୁହାଯାଏ ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ୟୁନିସେଫ ଦ୍ୱାରା ପ୍ରକାଶିତ ମିଳିତ ରିପୋର୍ଟରେ କୁହାଯାଇଛି ବିଶ୍ୱରେ ପ୍ରତିବର୍ଷ ଏକ ଲକ୍ଷରୁ ଅଧିକ ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁଙ୍କର ମୃତ୍ୟୁ ଘଟୁଛି।

୨୦୨୦ ମସିହାରେ, ୪୫ ପ୍ରତିଶତ ଶିଶୁ ସମୟ ପୂର୍ବରୁ ପାକିସ୍ଥାନ, ନାଇଜେରିଆ, ଚାଇନା, ଇଥିଓପିଆ ଏବଂ ଭାରତରେ ଜନ୍ମ ହୋଇଥିଲେ। ୨୦୨୦ରେ, ବାଂଲାଦେଶରେ ବିଶ୍ୱରେ ସର୍ବାଧିକ ଜନ୍ମ ହାର ୧୬ ପ୍ରତିଶତରୁ ଅଧିକ ରହିଥିଲା। ଭାରତରେ ୩୦.୧୬ ଲକ୍ଷ ଶିଶୁ ସମୟ ପୂର୍ବରୁ ଜନ୍ମ ହୋଇଥିଲେ। ପାକିସ୍ତାନରେ ୨୦୨୦ରେ ୯.୧୪ ଲକ୍ଷ ଶିଶୁ ଜନ୍ମ ହୋଇଥିଲେ।

ନୂଆଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ବରିଷ୍ଠ ଚିକିତ୍ସକ ଡକ୍ଟର ନୀରଜା କହିଛନ୍ତି ସମୟ ପୂର୍ବରୁ ଜନ୍ମ ହୋଇଥିବା ଶିଶୁମାନଙ୍କ ଜୀବନ ପ୍ରତି ବିପଦ ବହୁତ ଅଧିକ। ଏହି ପିଲାମାନଙ୍କ ମଧ୍ୟରୁ ଅନେକ ସେମାନଙ୍କର ପଞ୍ଚମ ଜନ୍ମଦିନ ମଧ୍ୟ ଦେଖନ୍ତି ନାହିଁ। ଯେଉଁମାନେ ବଞ୍ଚନ୍ତି ସେମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହୁଅନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri