ସ୍ନାନପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଗଜାନନ ବେଶ

ଜି. ଉଦୟଗିରି ୧୪।୬(ଡି.ଏନ୍‌.ଏ. ): କନ୍ଧମାଳ ଜିଲା ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସ୍ନାନଯାତ୍ରା ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କୁ ଧାଡି ପହଣ୍ଡିରେ ସ୍ନାନ ମଣ୍ଡପକୁ ଅଣାଯାଇଥିଲା। ପରେ ୧୦୮ଗରା ସୁବାସିତ ଜଳରେ ସ୍ନାନ କରାଯାଇଥିଲା। ସେବାୟତ ପୂଜାର୍ଚ୍ଚନା କରିଥିଲେ। ପରେ ରୀତିନୀତିରେ ମହାପ୍ରଭୁଙ୍କୁ ଗଜାନନ ବେଶ କରାଯାଇଥିଲା । ସ୍ନାନଯାତ୍ରା ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ମନ୍ଦିର କମିଟି ସଭାପତି ରାଜେନ୍ଦ୍ର ମହାପାତ୍ର , ଉପଦେଷ୍ଟା ବିନୋଦ ବିହାରୀ ଦାଶ, କେ ରାମ କୃଷ୍ଣ ପାତ୍ରଙ୍କ ସମେତ ମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ପିକ୍‌ଅପ୍‌, ଦୁଇ ଭାଇଙ୍କ ଜୀବନ ଗଲା

ଜେକେପୁର,୧୯ା୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗେଟିପଡ଼ା ବ୍ରିଜ୍‌ ନିକଟରେ ପିକ୍‌ଅପ୍‌-ବାଇକ୍‌ ମଧ୍ୟରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବୁଲୁ...

ଏମାର ମଠ ପାଚେରି ଭୁଶୁଡ଼ିଲା

ପୁରୀ ଅଫିସ,୨୬।୭: ପୁଣି ଭୁଶୁଡ଼ିଲା ଏମାର ମଠ ପାଚେରି। ପୁରୀର ଅନ୍ୟତମ ଏହି ପୁରୁଣା ମଠର ପାଚେରି ଗୁରୁବାର ହୋଇଥିବା ବର୍ଷାରେ ପ୍ରାୟ ୪ଫୁଟ ଭୁଶୁଡ଼ିି...

ଫରାସୀ ପଣ୍ୟବାହୀ ଜାହାଜ ମୂକସାକ୍ଷୀ ମଙ୍ଗ ଦୃଶ୍ୟମାନ

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ବଙ୍ଗୋପସାଗର କୂଳ ମାଦଳି ମୁହାଣ ଅନତି ଦୂରରେ ୧୮୩୨ରେ ଫ୍ରାନ୍ସ ନିର୍ମିତ ବୃହତ୍‌...

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର...

ନିଜ ଅଞ୍ଚଳକୁ ସାନିଟାଇଜ କଲେ ଯୁବଗୋଷ୍ଠୀ

ପାପଡାହାଣ୍ଡି,୫।୪(ଡି.ଏନ.ଏ.): କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ରବିବାର ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାକୁ ସାନିଟାଇଜ କରାଯାଇଛି। ଏଥିପାଇଁ ଆଗେଇ ଆସିଛନ୍ତି ସହରର...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

ଓଲଟିଲା ବରଯାତ୍ରୀ ଗାଡ଼ିି

ବାରିପଦା ଅଫିସ,୨୮ା୪- ମୟୂରଭଞ୍ଜ ଜିଲା ବାରିପଦା-ଉଦଳା ୧୯ନଂ. ରାଜ୍ୟ ରାଜପଥର ଚାଉଳିଆଶୋଳଠାରେ ଗୁରୁବାର ରାତି ୧୦ଟାରେ ଏକ ବରଯାତ୍ରୀ ଗାଡ଼ି ଓଲଟି ୧୦ରୁ ଊର୍ଦ୍ଧ୍ୱ ଗୁରୁତର...

ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ...

Advertisement
Archives

Model This Week