ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୩ ମୃତ୍ୟୁ, ୪୧୨ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୨୬।୧୨: କରୋନା ଭାଇରସ ସଂକ୍ରମର ପୁଣିଥରେ ଦେଶରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୪୧୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ୨୯୩ ରୋଗୀ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୩ଜଣଙ୍କର ମତ୍ୟୁ ମଧ୍ୟ ହୋଇଛି। ଏହି ତିନୋଟି ମୃତ୍ୟୁ କର୍ଣ୍ଣାଟକରେ ହୋଇଛି। ବର୍ତ୍ତମାନ ଦେଶରେ ୪୧୭୦ ସକ୍ରିୟ ମାମଲା ଅଛି।
ଏଥି ସହିତ ମଙ୍ଗଳବାର କେରଳରେ କୌଣସି ନୂଆ ସଂକ୍ରମିତ ଚିହ୍ନଟ ହୋଇନାହିଁ। ଏଠାରେ ୩୨ରୋଗୀ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ଏଠାରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୦୯୬କୁ ଖସି ଆସିଛି। ମହାରାଷ୍ଟ୍ରରେ କରୋନାର ୧୬୮ ସକ୍ରିୟ ମାମଲା ଅଛି। ତାମିଲନାଡୁରେ ଏହି ସଂଖ୍ୟା ୧୩୯ ରହିଛି। କର୍ଣ୍ଣାଟକରେ ୪୩୬ ଟି ସକ୍ରିୟ ମାମଲା ରହିଛି। ଅଧିକାଂଶ ସକ୍ରିୟ ମାମଲା କେବଳ କେରଳରେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର କହିଛି ଯେ ଗତ ୨୪ଘଣ୍ଟା ମଧ୍ୟରେ ଭାରତ କୋଭିଡ -୧୯, ଜେଏନ.୧ ର ନୂଆ ଭାରିଏଣ୍ଟର ମୋଟ ୧୧୬ଟି ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri