ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଶନିବାର ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ କେବଳ ୫ଜଣ ରହିଛନ୍ତି। ସେହିପରି ବରଗଡ଼ ଓ କଟକ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଢ଼େଙ୍କାନାଳରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ସମ୍ବଲପୁର, ସୋନପୁର, କୋରାପୁଟ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼ ଓ ପୁରୀ ଜିଲାରୁ ୨ଜଣ ଲେଖାଏଁ ଏବଂ ଅନୁଗୋଳ, ଗଞ୍ଜାମ, କନ୍ଧମାଳ, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri