ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୫ ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୭୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୪ଜଣ ରହିଛନ୍ତି। ସେହିପରି ବରଗଡ଼ରୁ ୭, ସୁନ୍ଦରଗଡ଼ରୁ ୬, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୫ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଅନୁଗୋଳ, ବଲାଙ୍ଗୀର, କଟକ, ଗଞ୍ଜାମ, ଯାଜପୁର, ପୁରୀରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ଭଦ୍ରକ, ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ ଏବଂ ବାଲେଶ୍ୱର, ଢ଼େଙ୍କାନାଳ,କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଓ ନୂଆପଡ଼ା ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri