ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬,୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକ ଜିଲାରୁ ସର୍ବାଧିକ ୧୮ଜଣ, ଖୋର୍ଦ୍ଧାରୁ ୧୧ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୬ଜଣ ରହିଛନ୍ତି। ସେହିପରି ସମ୍ବଲପୁରରୁ ୯, ଯାଜପୁରରୁ ୫, କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରୁ ୪ଜଣ ଏବଂ ଢ଼େଙ୍କାନାଳ ଓ ସୁବର୍ଣ୍ଣପୁରରୁ ୩ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ସେହିଭଳି ବାଲେଶ୍ୱର ଓ ପୁରୀରୁ ୨ଜଣ ଲେଖାଏ ଏବଂ କେନ୍ଦୁଝରରୁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri