ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୯୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ ଜିଲାରୁ ସର୍ବାଧିକ ୮ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ଗଞ୍ଜାମ ଓ ଖୋର୍ଦ୍ଧାରୁ ୭ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ କେବଳ ଭୁବନେଶ୍ୱରରୁ ୪ଜଣ ରହିଛନ୍ତି। ସେହିଭଳି ବାଲେଶ୍ୱର ଓ ପୁରୀରୁ ୫, କଟକ ଓ ମୟୁରଭଞ୍ଜରୁ ୪, ବରଗଡ଼, ବଲାଙ୍ଗୀର, କେନ୍ଦ୍ରପଡ଼ା, କେନ୍ଦୁଝର, ନୟାଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏତଦ୍‌ ବ୍ୟତୀତ ଭଦ୍ରକ,ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ୨ଜଣ ଲେଖାଏ ଏବଂ ବୌଦ୍ଧ, ଯାଜପୁର ଓ କନ୍ଧମାଳ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri