ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୮ ଜୀବନ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ କରୋନାଜନିତ ୬୮ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୪୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୦ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୨୫ଜଣ ରହିଛନ୍ତି। ସେହିପରି ପୁରୀରୁ ୧୧, ଅନୁଗୋଳରୁ ୮, ମୟୁରଭଞ୍ଜରୁ ୭ ଓ କେନ୍ଦୁଝରରୁ ୬ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ମାଲକାନଗିରି, ନୂଆପଡ଼ା, ସୁନ୍ଦରଗଡ଼, ଗଞ୍ଜାମ, ଜଗତସିଂହପୁର ଓ କନ୍ଧମାଳ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

କନ୍ୟା ଆସିଲେନି, ଫେରିଲେ ୪୨ ବର, ପୂରା ଘଟଣା ଜାଣିଲେ…

ଭୋପାଳ,୨୭ା୫: ବିବାହର ସ୍ବପ୍ନ ଦେଖାଇ ୪୨ଜଣ ଯୁବକଙ୍କଠାରୁ ଟଙ୍କା ଆଦାୟ କଲେ। ଏପରି କି ବିବାହ ପାଇଁ ଦିନ ଏବଂ ସ୍ଥାନ ଧାର୍ଯ୍ୟ କରି ଡକାଇଲେ। ସେହି…

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri