ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୨୪୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୧୦, ବରଗଡ଼ରୁ ୭ ଓ ଅନୁଗୋଳରୁ ୬ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ କେନ୍ଦୁଝରରୁ ୫, କେନ୍ଦ୍ରାପଡ଼ାରୁ ୪ ଓ ବାଲେଶ୍ୱରରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳିି ଭଦ୍ରକ,ବୌଦ୍ଧ, ଗଞ୍ଜାମ, ନୟାଗଡ଼ ଓ ପୁରୀ ଜିଲାରୁ ୨ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କୋରାପୁଟ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇନେଲା ଲଘୁଚାପ

ଭୁବନେଶ୍ୱର,୨୮/୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଝାଡ଼ଖଣ୍ଡ ଉପରକୁ ଚାଲିଯାଇଛି। ଦକ୍ଷିଣ ପଶ୍ଚିମ ଝାଡ଼ଖଣ୍ଡ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ଛତିଶଗଡ଼ରେ ଗୁରୁବାର ସକାଳୁ ବର୍ଷା...

କାଳ ସାଜିଲା ଦ୍ରୁତ ଗତି ସହ ଖେଳ

କେନ୍ଦୁଝର.୧୮ା୩ – କେନ୍ଦୁଝର ସଦର ଥାନା ଅଧୀନ ବନାଯୋଡ଼ି ନିକଟରେ ଗୁରୁବାର ସନ୍ଧ୍ୟାରେ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଜଣେ ମୃତକ ହେଲେ...

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ...

ଏନ୍‌ଏମ୍‌ଡିସିକୁ ଏଚ୍‌ଆର୍‌ ପ୍ରାକ୍ଟିସ ଆଓ୍ବାର୍ଡ

ଭୁବନେଶ୍ୱର,୧୭।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ...

ରାତ୍ର ୯ରୁ ଭୋର୍‌ ୫: ଘରୁ ବାହାରିବା ମନା

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫...

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ...

ଭାଜପା କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଛେଣ୍ଡିପଦା,୧୬ା୪(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଦୁର୍ଗାପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପ୍ରଧାନସାହି ତ୍ରିନାଥ ମଣ୍ଡପରେ ଶୋଇଥିବା ଭାଜପା କର୍ମୀ...

‘ଅମ୍ଫନ୍‌’ ମୁକାବିଲା ନିମନ୍ତେ ପହଞ୍ଚିଲେଣି ୩୧ ଟିମ୍‌: ମଧ୍ୟରାତ୍ର ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଘଣ୍ଟାକୁ ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ‘ଅମ୍ଫନ’। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ...

Advertisement
Archives

Model This Week